Tag Archives: odisha

କ୍ରିକେଟ ମ୍ୟାଚରେ ହାର ଜିତ୍‌କୁ ନେଇ ବଚ୍‌ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା…

ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୯: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭା ପରିସରରେ ଭାଜପା ଜାତୀୟ ସାଧାରଣ ସମ୍ପାଦକ ତରୁଣ ଛୁଘଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ଡାକିଥିଲେ। ବୈଠକରେ ଓଡ଼ିଶା ଭାଜପା ଇନଚାର୍ଜ ବିଜୟପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ…

ଓଡ଼ିଶାରେ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ମୃତ୍ୟୁ: ମନ୍ତ୍ରୀ

ଭୁବନେଶ୍ୱର,୧୯।୯: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶୁକ୍ରବାର ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଜଣାଇଛନ୍ତି। ମନ୍ତ୍ରୀଙ୍କ ଅନୁଯାୟୀ, ୨୦୨୦ରୁ ୨୦୨୪ ମଧ୍ୟରେ…

ପୁଣି ଲଜ୍ଜା: ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ନାବାଳିକାଙ୍କୁ ଜଙ୍ଗଲକୁ ଟେକି ନେଲେ ୨ ଯୁବକ

ବଣାଇ,୧୯।୯(ପ୍ରଦୀପ ତ୍ରିପାଠୀ): ଆପରାଧିକ ମାମଲା ଥମିବାର ନାଁ ଧରୁନି। ପୁଣି ଲଜ୍ଜା, ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ଜଣେ ନାବାଳିକା। ଘଟଣାରୁ ପ୍ରକାଶ ଯେ, କେ ବଲାଙ୍ଗ ଅଞ୍ଚଳରୁ ବରସୁଆଁକୁ ବିଶ୍ୱକର୍ମା ପୂଜା ଦେଖିବାକୁ ଯାଇ ଫେରୁଥିବା…

ବିଳମ୍ବିତ ରାତିରେ ୩ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୦ଭରିରୁ ଅଧିକ ସୁନା

ଆନନ୍ଦପୁର ୧୯।୯(ସୁଶାନ୍ତ କୁମାର ସାହୁ): ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି। ଘଟଣାରେ ଜଣେ ଅଟକ ସହ ବାଇକ ଜବତ କରାଯାଇଛି। ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ମଠସାହିରେ ବିଳମ୍ବିତ ରାତି ୧୨.୩୦ ରୁ ୧ ଟା ମଧ୍ୟରେ ୩ ଟି…

ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ ରାତିରେ ହୃଦଘାତରେ ବିୟୋଗ ଘଟିଛି । ଗତକାଲି ମଲାଡ଼ ଗ୍ରାମରେ ନାଟକର ନାଟ୍ୟ…

ଓଡ଼ିଶାରେ କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି, ନିଜ ବ୍ଲକରେ ଚାକିରି କରିପାରିବେନି

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଅଧିକାରୀମାନଙ୍କୁ…

ମହାନଦୀରେ ଏକାଧିକ ବ୍ୟାରେଜ, ଚେକଡ୍ୟାମ କରିବେ ଓଡିଶା ସରକାର

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ମହାନଦୀର ତଳମୁହାଁ ଅଞ୍ଚଳରେ ପାନୀୟ ଜଳ ଓ ଜଳସେଚନ ସୁବିଧା ଯୋଗାଇବା ପାଇଁ ୧୭ଟି ଚେକଡ୍ୟାମ, ୧୫ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଏବଂ ୪୪ଟି ବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ

ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ ପୁର, ଖଣ୍ଡ ଦେଉଳୀ ଓ ପୋଇରାଶି ଆଦି ପଞ୍ଚାୟତବାସୀ ନିର୍ଭର କରୁଥିବା ମୁଖ୍ୟ…

ମା’ଠାରୁ ଅଲଗା ହୋଇ ହାତୀ ଛୁଆ ଆଖିରୁ ଝରୁଛି ଲୁହ, ପ୍ରଶଂସନୀୟ କାର୍ଯ୍ୟ କଲା ବନ ବିଭାଗ

ବୌଦ୍ଧ,୧୮ା୯: ମାତ୍ର ୧୫-୨୦ ଦିନର ଏକ ନିରୀହ ହାତୀଛୁଆ, ଯିଏ ଏବେ ମା’ର ଆଲିଙ୍ଗନରେ ପ୍ରକୃତିରେ ଖେଳୁଥାନ୍ତା, ସେ ପଲ୍ଲୀରୁ ବିଚ୍ଛିନ୍ନ ହୋଇ ବୌଦ୍ଧ ବନ ବିଭାଗର ଆଶ୍ରୟରେ ଚାରି କାନ୍ଥ ମଧ୍ୟରେ ଜୀବନ କାଟୁଛି। ଆଠମଲ୍ଲିକର ପଞ୍ଚଧରା ପାହାଡ଼ରୁ କୁସୁମକୁହୁରୀ…

ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ…

କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?