Tag Archives: odisha

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସମ୍ପତ୍ତି କେତେ? କରିଛନ୍ତି ୯୫ ଲକ୍ଷର ଋଣ, ରହିଛି…

ଭୁବନେଶ୍ୱର,୧୨।୬: ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ଚାଲୁଥିବା ବେଳେ ୨୦୨୪ରେ ବହୁମତ ହାସଲ କରି କ୍ଷମତା ହାତେଇଛି ଭାଜପା। ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକ ପରେ ଦଳ ପକ୍ଷରୁ...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

କଟକ,୧୨।୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି। ତେବେ ପୋଲିଂ ବୁଥ୍‌ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ...

ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ୍‌..

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ...

ବାଲୁକାକଳାରେ ମୋଦିଙ୍କୁ ସ୍ବାଗତ କଲେ ସୁଦର୍ଶନ

ପୁରୀ ଅଫିସ,୧୨।୬: ଆଜିଠାରୁ ରାଜ୍ୟରେ ଭାଜପା ସରକାର। ଅପରାହ୍ନରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଭୁବନେଶ୍ୱରକୁ ଅତିଥିମାନଙ୍କ ଆଗମନ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ...

କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ...

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...

୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ  କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି ଘୋଷଣା ପରେ ଭାଜପା ଶିବିରରେ ଉତ୍ସାହ ସହ କର୍ମୀମାନେ ବାଣ ଫୁଟାଇ...

ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଜଣେ ଓଡ଼ିଆ ପୁଅ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମୋହନ ମାଝୀଙ୍କ ପତ୍ନୀ କହିଲେ- ସେ ମନ୍ତ୍ରୀ ହେବେ ବୋଲି ଭାବିଥିଲି, କିନ୍ତୁ…

ଭୁବନେଶ୍ୱର,୧୧।୬: ଶିଶୁ ମନ୍ଦିରରେ ଗୁରୁଜୀ, ପରେ ଓ୍ବାର୍ଡମେମ୍ବର, ସରପଞ୍ଚ ହୋଇଥିଲେ। ଧିରେ ଧିରେ ରାଜନୀତିରେ ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ୨୦୦୦ରେ ବିଧାୟକ ହୋଇଥିଲେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ଘୋଷଣା ହେବା...

ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…

ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି।...

ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri