Tag Archives: odisha

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି କରିଥିବା ଅଭିଯୋଗ ହୋଇଛି। ଘର ମାଲିକା ଏସ୍‌. ସନ୍ତୋଷିନି ନିଜ ପରିବାର ସହ…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ଶୁକ୍ରବାର ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ ରାଜପଥରେ ‘ଆମ ବସ’ ଗୁଡ଼ିକ ପାର୍କିଂ କରାଯାଉଛି। ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ଲକ…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ଶନିବାର ସକାଳୁ ଗାଁ ନିକଟସ୍ଥ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ କେ. ନୂଆଗାଁ ପୋଲିସ ଶନିବାର ଚାନ୍ଦପୁର ପଞ୍ଚାୟତ ପତ୍ରଚୁଡ଼ି ଗ୍ରାମର…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

Mettle Meet 2026: Live Updates: ଆରମ୍ଭ ହେଲା କୁଇଜ ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ୍‌’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ ହେଉଛି। ପିଲାଙ୍କ ମଧ୍ୟରେ ଚାପ ବୃଦ୍ଧି ପାଉଛି। କିଏ ଉପରକୁ ଉଠିବ? କିଏ…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମଦିନ ପ୍ରିଲିମ୍ସ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?