Tag Archives: odisha

ହାଟକୁ ଗୋରୁ ବିକ୍ରି କରିବାକୁ ଆସୁଥିଲେ ବ୍ୟବସାୟୀ, ବାଟରେ ଜଗିଥିଲା ମୃତ୍ୟୁ

ବଲାଙ୍ଗୀର,୧୦।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁ ନିକଟ ମୁଖ୍ୟ ରାସ୍ତାରେ ଟ୍ରକ ଧକ୍କାରେ ଜଣେ ଗୋରୁ ବିକ୍ରେତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ବଙ୍ଗୋମୁଣ୍ଡା ବ୍ଲକ ଧୁଣ୍ଡିମହୁଲ ଗାଁର ଛବି ତାଣ୍ଡି।…

ସାମାଜିକ ସମୀକ୍ଷା, ଜନ ଶୁଣାଣି: ଅବହେଳା ପାଇଁ କ୍ଷୋଭ ପ୍ରକାଶ କଲେ ସିଡିଓ, ସାତ ଦିନ ଭିତରେ…

ଗଞ୍ଜାମ,୧୦/୯: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଓ ଜନ ଶୁଣାଣି ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତ ସମିତି ଅଧକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଭାରପ୍ରାପ୍ତ ସିଡିଓ ବିଜୟ ବେହେରା,…

ପରଲୋକରୁ ପତ୍ର

ହେସ୍ନେହାସ୍ପଦ ପୁତ୍ର/ ପୌତ୍ର/ ପ୍ରପୌତ୍ରଗଣ, ପରଲୋକରୁ ତୁମମାନଙ୍କୁ ଆମର କୋଟିଏ ଆଶିଷ। ମର୍ତ୍ତ୍ୟଲୋକରେ ଏବେ ଆରମ୍ଭ ହୋଇଯାଇଛି ପିତୃପକ୍ଷ। ଆମକୁ ସ୍ମରଣ ପୂର୍ବକ ସସମ୍ମାନ ଆମ ପାଇଁ ଶ୍ରାଦ୍ଧ ଓ ତର୍ପଣର ବ୍ୟବସ୍ଥା କରୁଛ ଆଜି। ଏହି ସମୟରେ ମର୍ତ୍ତ୍ୟଲୋକରେ ତୁମେ…

ବୁଝିବାକୁ ୮ବର୍ଷ ଲାଗିଲା

ଜିଏସ୍‌ଟି ବା ସାମଗ୍ରୀ ଓ ସେବା ଟିକସ ଅତ୍ୟନ୍ତ ଜଟିଳ ହେବା ସହ ଏହାର ବୋଝ ଗରିବଙ୍କ ଉପରେ ପଡୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସରେ ‘ପରବର୍ତ୍ତୀ ପିଢ଼ିର’ ଜିଏସ୍‌ଟି ସଂସ୍କାର ଆଣିବା ପାଇଁ ଘୋଷଣା…

କ୍ରୋଧର ଶିକାର

ନେପାଳରେ ଯୁବପିଢ଼ି ସେଠାକାର ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିବା ପରେ ଉପୁଜିଥିବା ସ୍ଥିତିକୁ ନେଇ ସେପ୍ଟେମ୍ବର ୯ରେ ‘ଯୁବ ମେଣ୍ଢା’ ଶୀର୍ଷକରେ ସମ୍ପାଦକୀୟ ଲେଖିଥିଲୁ। ପୁରୁଣା ଢାଞ୍ଚାକୁ ଭାଙ୍ଗି ନୂଆ ସମାଜ ଓ ବ୍ୟବସ୍ଥା ସକାଶେ ପ୍ରଚେଷ୍ଟା କରିବା…

ଦିଲ୍ଲୀରୁ ଫେରି ବଡ଼ ଘୋଷଣା କରିଦେଲେ ମନମୋହନ ସାମଲ! ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୦।୯: ଦିଲ୍ଲୀରୁ ଫେରିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ଭାଜପା ନିଜ ରାସ୍ତାରେ ଅଛି। ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି…

ଆଜି ରାଜ୍ୟ କ୍ୟାବିନେଟ: ଆସିପାରେ ୪ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା): ରାଜ୍ୟ କ୍ୟାବିନେଟ୍‌ ବୈଠକ ବୁଧବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ଅନୁଷ୍ଠିତ ହେବାକୁଥିବା ଏହି କ୍ୟାବିନେଟ୍‌ରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ,…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଏମ୍‌ପି ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ହିମିରିକା; ୪୦ରୁ ଊର୍ଦ୍ଧ୍ୱ …

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା)-ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଦକ୍ଷିଣ ଓଡ଼ିଶାର ଟାଣୁଆ ନେତା ଏନ୍‌. ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ସହ ଦଳର ବହୁ ନେତା ଓ କର୍ମୀ…

ମୋଦିଙ୍କ ଜନ୍ମଦିନକୁ ଆଡମ୍ବରରେ ପାଳିବ ଗଞ୍ଜାମ ନଗର ଶାଖା, ‘ସେବା ପକ୍ଷ’ ଲାଗି ଭାଜପାର ପ୍ରସ୍ତୁତି….

ଗଞ୍ଜାମ,୯।୯(ବିଦ୍ୟାଧର ସାହୁ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏଥିପାଇଁ ମଙ୍ଗଳବାର ଭାରତୀୟ ଜନତା ପାର୍ଟି ଗଞ୍ଜାମ ନଗର ଶାଖା ପକ୍ଷରୁ କାର୍ଯ୍ୟାଳୟ ଠାରେ “ସେବା ପକ୍ଷ” (୧୭ ସେପ୍ଟେମ୍ବର – ୨ ଅକ୍ଟୋବର) ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଆସୁଛି ଦୁର୍ଗାପୂଜା: ବଲାଙ୍ଗୀର ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକ, ଲାଗିବ କ୍ୟାମେରା, ଶାନ୍ତି ଶୃଙ୍ଖଳାରେ…

ବଲାଙ୍ଗୀର, ୯।୯(ସୁନୀଲ କୁମାର ମହାନ୍ତି): ଆସନ୍ତା ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗବାର ଜିଲାପାଳ କନ୍‌ଫରେନ୍ସ ହଲରେ ଏକ ପ୍ରସ୍ତୁତି ବୈଠକ ଡକାଯାଇଥିଲା। ଏଥର ସହରରେ ୧୭ଟି ପୂଜା ମଣ୍ଡପରେ…

ଟାୟାର ବଦଳାଇବାକୁ ଯାଇଥିଲେ, ବିଦ୍ୟୁତ ଆଘାତରେ ଚାଲିଗଲା ହାଇଓ୍ବା ଡ୍ରାଇଭରଙ୍କ ଜୀବନ 

ଧର୍ମଶାଳା,୯।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟରେ ଥିବା ଆପୋଲ ଟାୟାର ଅଫିସ ସମ୍ମୁଖରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ କଟକ ଜିଲା ଗୁରୁଡିଝାଟିଆଡି ଥାନା ଅନ୍ତର୍ଗତ…

ବାଟରେ ଅଟକାଇ ମାଗୁଥିଲେ ଟଙ୍କା, ନଦେବାରୁ ବିଦ୍ୟାଳୟରେ ପଶି ପ୍ରଧାନଶିକ୍ଷକଙ୍କୁ ହତ୍ୟା ଧମକ; ବାଙ୍କି ଥାନାର…

ବାଙ୍କୀ , ୯।୯( ଶୁଭେନ୍ଦୁ ମହାପାତ୍ର ): ବିଦ୍ୟାଳୟ ଭିତରେ ଛାତ୍ରୀଛାତ୍ରମାନଙ୍କୁ ପ୍ରଧାନଶିକ୍ଷକ ପାଠ ପଢ଼ାଉଥିବା ସମୟରେ ଜଣେ ବ୍ୟକ୍ତି ଅଣ୍ଟାରେ ଏକ ଧାରୁଆ ଅସ୍ତ୍ର ଲୁଚାଇ ରଖି ଶ୍ରେଣୀ ଗୃହରେ ପଶି ହତ୍ୟା ଧମକ। ଏଭଳି ଏକ ଘଟଣା ବାଙ୍କୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?