ରେଳବାଇରେ ବମ୍ପର ନିଯୁକ୍ତି, ପାଖେଇ ଆସିଲା ଶେଷ ତାରିଖ, ଏମିତି କରନ୍ତୁ ଆବେଦନ…
ନୂଆଦିଲ୍ଲୀ, ୬।୯: ଯଦି ଆପଣ ସ୍ବାସ୍ଥ୍ୟ କ୍ଷେତ୍ର ସହିତ ଜଡିତ ଏବଂ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ରେଳବାଇ ନିଯୁକ୍ତି ବୋର୍ଡ (RRB) ପାରାମେଡିକାଲ ବର୍ଗରେ ଏକ ବଡ଼ ନିଯୁକ୍ତି କରିଛି।…
କଳାହାଣ୍ଡି ରେଳ ଯାତ୍ରୀ ସଂଘର ମୁଖ୍ୟପରାମର୍ଶ ଦାତାଙ୍କ ୧୩ ଦଫା ଦାବି: ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ…
କେସିଙ୍ଗା,୬।୯(ତୁମେଶ୍ବର ସାହୁ): କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ ପରାମର୍ଶ ଦାତା ତଥା କେସିଙ୍ଗା ସିଟିଜନ ଫୋରମ ସଭାପତି ଡାକ୍ଟର ହେମସାଗର ସାହା ଭୁବନେଶ୍ବରରେ ଅନୁଷ୍ଠିତ ଜେଡ.ଆର୍.ୟୁ.ସି.ସି ବୈଠକରେ ଯୋଗ ଦେଇଥିଲେ। ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ୧୩ ଦଫାଦାବି ପତ୍ର ରେଳ…
ସାର ପାଇଁ ହନ୍ତସନ୍ତ: ଆଧାରକାର୍ଡ ପକାଇ ଲାଇନ୍ ଦେଉଛନ୍ତି ଚାଷୀ, ୨୬ ପ୍ୟାକ୍ସକୁ ମିଳିଲା ମାତ୍ର…
କେସିଙ୍ଗା,୬।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତରେ ଚାଷୀଙ୍କୁ ୟୁରିଆ ସାର ମିଳି ନ ଥିବାରୁ ଧାନ ଚାଷରେ ଘୋର ସମସ୍ୟା ଦେଖା ଦେଉଥିଲା। କୃଷିବିଭାଗ ପକ୍ଷରୁ ୟୁରିଆ ସାର ଯୋଗାଣରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ…
ଆସନ୍ତା ୯ ଯାଏ ଛେଚିବ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା….
ଭୁବନେଶ୍ୱର, ୫ା୯(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ…
ଏକାଠି ନୂଆଁଖାଇ ପାଳିଲେ ୫୭ ପରିବାର, ପରସ୍ପରର ସୁଖସମୃଦ୍ଧି…
ରିଷିଡା, ୫।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତର କୁନ୍ଦେଇପାଲି ଗାଁର ଗୌତିଆ ପରିବାର ସମେତ ପଡ଼ାବାସୀ ଶୁକ୍ରବାର ଏକତ୍ରିତ ହୋଇ ନୂଆଖାଇ ପାଳିଛନ୍ତି। ସେମାନେ ପ୍ରଥମେ ଗାଁର ଇଷ୍ଟ ଦେବୀ ମା’ କନ୍ଧେନ ବୁଢ଼ୀଙ୍କଠାରେ ପ୍ରଥମେ ନୂଆ…
କଳାହାଣ୍ଡି ଜିଲା ପାଇଁ ପୁଣି ଗୌରବ ଆଣିଲେ ତପିମଣି ଜାନି, ସର୍ବଶ୍ରେଷ୍ଠ ବିଇଓ ଭାବେ…
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର ଲୋକସେବା ଭବନ କନଭେନସେନ ସେଣ୍ଟରଠାରେ ଶୁକ୍ରବାର ‘ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ’ ଓ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ’ ଅନୁଷ୍ଠିତ ହୋଇଥିଲା। ଏଥିରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶ୍ରେଷ୍ଠ ଶିକ୍ଷକ,ବ୍ଲକ ଶିକ୍ଷାଅଧିକାରୀ,ଜିଲା ଶିକ୍ଷାଅଧିକାରୀ ମାନଙ୍କୁ…
ଆରମ୍ଭ ହେଲା କଂଗ୍ରେସର ‘ସଙ୍ଗଠନ ସୃଜନ ଅଭିଯାନ’: ଏହାର ମୂଳ ଲକ୍ଷ୍ୟ ହେଉଛି….
ବଲାଙ୍ଗୀର, ୫।୯(ସୁନୀଲ ମହାନ୍ତି): ଜିଲାରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ କରିବା ପାଇଁ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଚାଲିଥିବା ‘ସଙ୍ଗଠନ ସୃଜନ ଅଭିଯାନ’ କାର୍ଯ୍ୟକ୍ରମ ଶୁକ୍ରବାର ଠାରୁ ବଲାଙ୍ଗୀର ଜିଲାରେ ଆରମ୍ଭ ହୋଇଛି। ସ୍ଥାନୀୟ ସାମ୍ବାଦିକ ଭବନ ଠାରେ…
ନୂଆ GSTରେ ଓଡ଼ିଶାକୁ କ’ଣ ମିଳିବ ଲାଭ? ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, ୫।୯: ସେପ୍ଟେମ୍ବର ୨୨ରୁ ଦେଶରେ ସାମଗ୍ରୀ ଓ ସେବାଗୁଡ଼ିକ ଉପରେ ଦୁଇଟି ଟିକସ ସ୍ଲାବ ଲଗାଯିବ। ନୂଆଦିଲ୍ଲୀରେ ଚାଲିଥିବା ୫୬ତମ ଜିଏସ୍ଟି କାଉନ୍ସିଲ ବୈଠକରେ ବୁଧବାର ରାତିରେ ଏ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ତେବେ ଦିଲ୍ଲୀ ଗସ୍ତରୁ…
ଅତି ଚତୁରତାର ସହ ପିତ୍ତଳକୁ ସୁନା ଇଟା କହି ଏମିତି କରୁଥିଲେ ବେପାର, ଜଣାପଡିବା ପରେ…
ନୀଳଗିରି, ୪।୯(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ବିଭିନ୍ନ ସମୟରେ ହନୁମାନ ପଇସା କାରବାର ହୋଇଆସୁଥିବା ବେଳେ ଗୁରୁବାର ନକଲି ସୁନା ଇଟା କାରବାର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ଅତି ଚତୁରତାର ସହ ପିତ୍ତଳକୁ ତରଳାଇ…
ଗ୍ୟାସ ସିଲିଣ୍ଡର ଲଗାଇବାବେଳେ ଫାଟିଲା, ଉଡିଗଲା ଘର ଛାତ
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମରେ ଗ୍ୟାସ ସିଲିଣ୍ଡର ଫାଟି ରୋଷେଇ ଘର ଛାତ ଉଡ଼ିଯାଇଛି। ଏହି ଦୁର୍ଘଟଣାରେ ପ୍ରଫୁଲ୍ଲ ପାତ୍ର ନାମକ ଜଣେ ଯୁବକ ଗୁରୁତର ଆହାତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ…
ପାରାଦୀପ ଘରୋଇ ବର୍ଥରେ ଅଘଟଣ: ଜାହାଜରୁ ଖସି ପଡିଲେ ଚାଇନା ନାଗରିକ ନିଖୋଜ
ପାରାଦୀପ ୫।୯(ଶରତ ରାଉତ): ପାରାଦୀପ ବନ୍ଦର ୫ନଂ ଗେଟ୍ ପାଖରେ ବିଓଟି (ବିଲ୍ଡ ଅପରେଟ ଟ୍ରାନ୍ସପୋର୍ଟ)ବେସିସରେ କ୍ଲିନ କାର୍ଗୋ ବର୍ଥ ପରିଚାଳନା କରୁଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ପାନାମା ଜାତୀୟ ପତାକା ଲଗାଇ…
ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୫।୯: ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନୂଆଦିଲ୍ଲୀ…

