‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍ଆଉଟ୍ ଲାଗି ଷଡ଼ଯନ୍ତ୍ର ହେଉଛି’
ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ ବିରୋଧୀ ଦଳ ବିଜେଡି ସପକ୍ଷରେ ବାହାରିଛି। ଏଭଳି ଘଟଣାକୁ ନେଇ ଏବେ ଆଇନ ମନ୍ତ୍ରୀ…
ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମ କରିବ ଓଡିଶା
ଭୁବନେଶ୍ୱର,୨୫ା୩: ଓଡିଶା ସରକାର ୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମର ଚତୁର୍ଥ ପର୍ଯ୍ୟାୟ କରିବାକୁ ଯାଉଛନ୍ତି। ଏହି ନିଲାମ ଇ-ଟେଣ୍ଡରିଂ ପ୍ରକ୍ରିୟା ମାଧ୍ୟମରେ କରାଯିବ, ଯାହା ଦ୍ୱାରା ଆନ୍ତର୍ଜାତୀୟ କ୍ରେତାମାନେ ଏହି ମୂଲ୍ୟବାନ କାଠର ବିକ୍ରୟରେ ଅଂଶଗ୍ରହଣ କରିପାରିବେ।…
ରାଜ୍ୟରେ ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସି-ସେକ୍ସନ ଡେଲିଭରି ହାର ଅଧିକ
ଭୁବନେଶ୍ୱର,୨୫ା୩: ଓଡିଶା ବିଧାନସଭାରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସିଜାରିଆନ୍ କିମ୍ବା ସି-ସେକ୍ସନ ଡେଲିଭରି ସଂଖ୍ୟା ଯଥେଷ୍ଟ ଅଧିକ। ବିଧାୟକ ଟଙ୍କଧର ତ୍ରିପାଠିଙ୍କ ଏକ ପ୍ରଶ୍ନର ଉତ୍ତରରେ ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ…
ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ ୨୮.୨ ମିମି ରେକର୍ଡ କରାଯାଇଛି। ସେହିଭଳି କେନ୍ଦୁଝର, କଟକ, ଭୁବନେଶ୍ୱର, ବଲାଙ୍ଗୀର ସହ…
ଆଗକୁ ଓଡ଼ିଶାରେ ଅସହ୍ୟ ଗରମ: ୩ ଦିନ ମଧ୍ୟରେ ୪୦ ଡିଗ୍ରୀ ଅତିକ୍ରମ କରିବ ତାପମାତ୍ରା
ଭୁବନେଶ୍ୱର,୨୪।୩: କାଳବୈଶାଖୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ପ୍ରବଳ ବର୍ଷା ଏବଂ ବଜ୍ରପାତ ପରେ, ଓଡ଼ିଶାରେ ପୁଣି ଥରେ ଉଷ୍ମ ପାଗ ଫେରିବାକୁ ଯାଉଛି, ଯାହା ଆଗାମୀ ଦିନରେ ସାଧାରଣ ଜୀବନକୁ ପ୍ରଭାବିତ କରିବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ସୋମବାରଠାରୁ…
୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍ ଦର: ଜାଣନ୍ତୁ ବଢିବା ନା କମିବ
ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା କରାଯାଉଥିବା ଏହି ନିଷ୍ପତ୍ତି ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହୋଇଥିବା ଏକ ସାଧାରଣ ଶୁଣାଣି…
ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ
ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ ନକଲି ଔଷଧ ମଧ୍ୟ ମିଳୁଥିବା ଜଣା ପଡିଛି। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି…
ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା: ପ୍ରସ୍ତୁତ ଚାଲିଛି ନିର୍ଦ୍ଦେଶାବଳୀ
ଭୁବନେଶ୍ୱର,୨୪ା୩: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ…
ଓଡ଼ିଶାର ଟପ୍ ୧୦ ମନ୍ଦିର
ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା ଦିଆଗଲା, ଯାହା ଭକ୍ତ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟ: ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ…
୩ ବର୍ଷରେ ଚାଇନାକୁ ୪ କୋଟି ମେଟ୍ରିକ୍ ଟନ୍ରୁ ଅଧିକ ଲୁହାପଥର ରପ୍ତାନି କରିଛି ଓଡ଼ିଶା
ଭୁବନେଶ୍ୱର, ୨୦।୩: ଗତ ତିନି ବର୍ଷ ମଧ୍ୟରେ ଓଡ଼ିଶା ଚାଇନାକୁ ୪,୧୮,୭୯,୦୫୦ ମେଟ୍ରିକ୍ ଟନ୍ ଲୁହାପଥର ରପ୍ତାନି କରିଛି, ଯାହା ରାଜ୍ୟ ପାଇଁ ଯଥେଷ୍ଟ ରାଜସ୍ୱ ଆଣିଛି। ଗୁରୁବାର ଓଡ଼ିଶା ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା…
ଅବୈଧ ଖଣି ଖନନ ଉପରେ ଚଢାଉ: ୪୦.୭୩ କୋଟି ଜରିମାନା ଆଦାୟ କଲେଣି ଓଡିଶା ସରକାର
ନୂଆଦିଲ୍ଲୀ,୨୦।୩: ରାଜ୍ୟ ସାରା ଲଘୁ ଖଣିଜ ପଦାର୍ଥର ଅବୈଧ ଖଣି ଖନନ ରୋକିବା ପାଇଁ କାର୍ଯ୍ୟକାରୀ କାର୍ଯ୍ୟକଳାପ ପରେ ଓଡ଼ିଶା ସରକାର ୪୦.୭୩ କୋଟି ଜରିମାନା ଆଦାୟ କରିଛନ୍ତି। ଅବୈଧ ଖଣି କାରବାର ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଓଡ଼ିଶା…
ଓଡ଼ିଶାରେ ରହିଛି ଭରପୂର ସୁନା; ବିଧାନସଭାରେ ଉତ୍ତର ରଖି ଖଣି ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୦।୩: ଓଡ଼ିଶାରେ ଭରପୂର ସୁନା ରହିଛି। ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୋଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଏବଂ ବୌଦ୍ଧ ଜିଲାରେ ବି ସୁନା ଖଣି ରହିଛି। ସେହିଭଳି ମୟୂରଭଞ୍ଜ ଜିଲାର ଯଶିପୁର, ସୁରିଆଗୁଡ଼ା, ରୁଆଁସି, ଇଡେଲକୁଚା, ମାରେଡିହି ଏବଂ…
Archives


