Tag Archives: odisha

ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ ନୂଆ ଯୋଜନା ସୁଭଦ୍ରାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସୁକତା ଦେଖାଯାଇଛି। ବ୍ୟାଙ୍କଠାରୁ ଆରମ୍ଭ କରି…

ଜାଲ୍‌ ପ୍ରମାଣ ପତ୍ର ଦେଇ ନେଇଗଲେ ୧୮ କୋଟି ଏସ୍‌ସି-ଏସ୍‌ଟି ଛାତ୍ରବୃତ୍ତି

ଭୁବନେଶ୍ୱର,୧୧।୯(ଅନିଲ ଦାସ): ଜାଲ୍‌ ପ୍ରମାଣପତ୍ରରେ କିପରି ଛାତ୍ର ବୃତ୍ତି ହଡ଼ପ କରାଯାଇଛି ତାହାର ମଧ୍ୟ ଗୁମର ଖୋଲିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜିି)। ରିପୋର୍ଟରେ ୯୭ ଲକ୍ଷ ଟଙ୍କାର ବୃତ୍ତି ଟଙ୍କା ହଡପ୍‌ କରାଯାଇଥିବା ଦର୍ଶାଯାଇଛି । ଜାଲ୍‌ ପ୍ରମାଣପତ୍ର ଜରିଆରେ…

ଜାତୀୟ ହାର ତୁଳନାରେ ଓଡ଼ିଶାରେ ଷ୍ଟ୍ରୋକର ହାର ଅଧିକ: ପ୍ରତି ୭ ଜଣରେ ଜଣଙ୍କୁ ଷ୍ଟ୍ରୋକ ବିପଦ

ଭୁବନେଶ୍ୱର,୧୧।୯: ସାରା ଦେଶରେ ଦୈନିକ ପ୍ରାୟ ଦୁଇ ହଜାର ମସ୍ତିଷ୍କାଘାତ ଘଟଣା ରିପୋର୍ଟ ହେବା ଭାରତରେ ଏକ ଚିନ୍ତାର କାରଣ ପାଲଟିଛି। ପ୍ରସିଦ୍ଧ ପତ୍ରିକା ଦି ଲାନସେଟରେ ପ୍ରକାଶିତ ଏକ ଗବେଷଣାମୂଳକ ରିପୋର୍ଟ ଅନୁସାରେ ଓଡ଼ିଶାରେ ଷ୍ଟ୍ରୋକ ହାର ଜାତୀୟ ହାରଠାରୁ…

ଟ୍ବିନ୍‌ ସିଟି ସହ ପ୍ରମୁଖ ସହରରେ ହୋଇପାରେ କୁକୁର, ବିଲେଇଙ୍କ ଲାଗି ଶ୍ମଶାନ

ଭୁବନେଶ୍ୱର,୧୧।୯: ଗୃହପାଳିତ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି ରଖୁଛନ୍ତି।…

ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ କରିବାକୁ…

‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ

ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ ଛାଡିବା…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତା…

ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ: ଇକ୍ରାମ

ଭୁବନେଶ୍ୱର, ୧୦।୯: ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ଟାୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି…

ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ ଜଣେ ଯୁବକ ଗତ ଅଢେଇ ମାସ ତଳେ ଦାଦନ ଖଟିବାକୁ ଚେନ୍ନାଇକୁ ଯାଇଥିଲେ। ସେଠାରେ…

ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୦।୯: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ…

ବିକାଶର ବାହାନାରେ ଗଛ କଟା: ଗତ ୨୫ ବର୍ଷରେ ଓଡ଼ିଶାରେ କଟା ହୋଇଛି ୨୬ ଲକ୍ଷରୁ ଅଧିକ ଗଛ

ଭୁବନେଶ୍ୱର,୧୦।୯: ୨୦୦୦ ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୬ ଲକ୍ଷରୁ ଅଧିକ ଗଛ କଟାଯାଇଛି। ମଙ୍ଗଳବାର ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାୟକ ପ୍ରସାନ୍ତ କୁମାର ଜଗଦେବଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri