୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର…
ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ (ମୋଟ୍ ୬ ଘଣ୍ଟା) ବରଗଡ଼ ସହରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସେବା…
ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ
ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ ଦୁଇ ପରିବାର ମଧ୍ୟରେ ଉଗ୍ର ଗୋଷ୍ଠୀ ସଂଘର୍ଷ ଘଟିଛି। ମାରଣାସ୍ତ୍ର ଧରି ପରସ୍ପରକୁ…
କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…
ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଗ୍ରାମବାସୀମାନେ ଜଙ୍ଗଲରେ ହାତୀ ଛୁଆଟି ପଡ଼ିଥିବା ଦେଖିବା ପରେ ତୁରନ୍ତ ବନ…
“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗଦେଇ ସ୍ଥାନୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ସଂଗଠନକୁ ମଜଭୁତ କରିବା ପାଇଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…
ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍ଆଇଭି-ଏଡ୍ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…
ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍ଆଇଭି (HIV), ଏଡ୍ସ୍ ଏବଂ ଯକ୍ଷ୍ମା (TB) ରୋଗ ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ‘ବନ୍ଦେ ଉତ୍କଳ ଜନନୀ’…
ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚାଳଛପର ଘରେ ରହୁଥିବା ଗରୀବ ଲୋକେ ନାକେଦମ ହେଉଛନ୍ତି। ଏହି କ୍ରମରେ…
ଜିଆର୍ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି…
ଆୟୁଷ୍ମାନ୍ କାର୍ଡରେ କ୍ୟାନ୍ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ
ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ…
ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ
ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ସତର୍କ ଏବଂ ସଚେତନତା ସୂଚନା ଜାରି କରାଯାଇଛି। ଅଞ୍ଚଳରେ ଆଇନ…
ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ
ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ମାନ୍ୟବର…
ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ
ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସାଗର ଘଡ଼େଇ ଏବଂ ତାଙ୍କ ପୁଅ…

