ପଶୁପାଳନ ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର, ମାଗଣାରେ ମିଳିବ…
ଭୁବନେଶ୍ୱର,୨୬ା୨: ପଶୁପାଳନ କ୍ଷେତ୍ରର ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ, ଓଡ଼ିଶା ସରକାର ୧ ମାର୍ଚ୍ଚ, ୨୦୨୫ ରୁ ପଶୁପାଳନ ପାଇଁ ମାଗଣାରେ ଚିକିତ୍ସା ଏବଂ ଟୀକାକରଣ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି। “ରାଜ୍ୟବାସୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ, ସରକାର ଏକ ଯୁଗାନ୍ତକାରୀ…
ମାଟ୍ରିକ ଦ୍ୱିତୀୟ ଭାଷା ପରୀକ୍ଷା: ୮ ଅସାଧୁ ପରୀକ୍ଷାର୍ଥୀଙ୍କୁ ଧରିଲା AI
କଟକ,୨୫ା୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ସୋମବାର ଦ୍ୱିତୀୟ ଭାଷା (ଇଂଲିଶ ଓ ହିନ୍ଦୀ) ପରୀକ୍ଷାରେ ୮ପରୀକ୍ଷାର୍ଥୀ ଅସାଧୁ ଉପାୟ ଅବଲମ୍ବନ କରି ମାଲ୍ପ୍ରାକ୍ଟିସ୍ ହୋଇଛନ୍ତି। ଏହି ପରୀକ୍ଷାର୍ଥୀମାନେ ହଲ୍ ମଧ୍ୟରେ କପି କରୁଥିବାବେଳେ…
ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା, ଜାଣନ୍ତୁ ଓଡ଼ିଶାର କେତେ କୃଷି ହେଲେ ଉପକୃତ
ଭୁବନେଶ୍ୱର, ୨୪ା୨: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା…
୨୦୩୨ରେ ପୃଥିବୀ ସହ ଧକ୍କା ହୋଇପାରେ: ଓଡ଼ିଶା ସମେତ ୭ ରାଜ୍ୟକୁ ଆଷ୍ଟେରଏଡ୍ ଭୟ
ଓ୍ବାଶିଂଟନ୍, ୨୩ା୨: ୧୩୦ରୁ ୩୦୦ ଫୁଟ ଲମ୍ବା ଆଷ୍ଟେରଏଡ୍ ‘ଓ୍ବାଇଆର୍୪’ ସମ୍ପ୍ରତି ପୃଥିବୀ ଆଡ଼କୁ ମାଡ଼ିଆସୁଛି। ୨୦୩୨ରେ ଏହି ଆଷ୍ଟେରଏଡ୍ ପୃଥିବୀ ସହ ଧକ୍କା ହେବା ନେଇ ଜ୍ୟୋତିର୍ବିଜ୍ଞାନୀମାନେ ଆଶଙ୍କା ପ୍ରକଟ କରିଛନ୍ତି। ଏହାଦ୍ୱାରା ମହାରାଷ୍ଟ୍ର, ଉତ୍ତର ତେଲଙ୍ଗାନା, ଦକ୍ଷିଣ ମଧ୍ୟପ୍ରଦେଶ,…
ମୂଲ୍ୟବାନ ସମ୍ପତ୍ତି କିଣିବା ପାଇଁ ସରକାରଙ୍କଠାରୁ ଅନୁମତି ନେବେ ଓଡ଼ିଶା ସରକାରୀ କର୍ମଚାରୀ
ଭୁବନେଶ୍ୱର,୨୧।୨: ଏଣିକି ଓଡିଶା ସରକାର କର୍ମଚାରୀମାନେ କୌଣସି ମୂଲ୍ୟବାନ ସମ୍ପତ୍ତି କିଣିବା ପୂର୍ବରୁ ସରକାରଙ୍କୁ ସୂଚନା ଦେବେ। ରାଜ୍ୟ ସରକାର କର୍ମଚାରୀମାନଙ୍କୁ ସେମାନଙ୍କର ଦୁଇ ମାସର ମୂଳ ଦରମା ଠାରୁ ଅଧିକ ମୂଲ୍ୟର ସ୍ଥାବର ସମ୍ପତ୍ତି ସହିତ ଜଡିତ ଯେକୌଣସି କାରବାର…
ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ
କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା…
ହସୁଛି ବିଲାତି, କାନ୍ଦୁଛି ଚାଷୀ, କିଲୋ ଦୁଇ ଟଙ୍କାରେ ହଉଛି ବିକ୍ରି
କେନ୍ଦୁଝର,୨୦ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତଳ ଭଣ୍ଡାର ଅଭାବରୁ ବିଲାତି ଚାଷୀ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେଉଛନ୍ତି। ପ୍ରତ୍ୟେକ ବର୍ଷ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଥିଲେ ହେଁ କାୈଣସି ପ୍ରତିକାର କରାଯାଉନଥିବାରୁ ଚାଷୀ ମାନେ ଚିନ୍ତାରେ ରହିଛନ୍ତି। ବଜାରରେ…
ଆସନ୍ତାକାଲିଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଦେବେ ମାଟ୍ରିକ୍ ପରୀକ୍ଷା
ଭୁବନେଶ୍ୱର,୨୦ା୨: ଶୁକ୍ରବାରଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ। ବୋର୍ଡର ସୂତ୍ରରୁ ଜଣାପଡ଼ିଛି ଯେ, ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ମାଧ୍ୟମିକ ଶିକ୍ଷା ବୋର୍ଡ…
ବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତ
ମୟୂରଭଞ୍ଜ ,୨୦ା୨: ଶୁକ୍ରବାର ଓଡ଼ିଶାର ମୟୂରଭଞ୍ଜ ଜିଲାରେ ଥିବା SBIର ବହଲଦା ଶାଖାରୁ ସଶସ୍ତ୍ର ଦୁର୍ବୃତ୍ତମାନେ ପ୍ରାୟ ୨୭ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ସକାଳ ପ୍ରାୟ ୧୦.୧୫ ସମୟରେ ଦୁଇଟି ମୋଟରସାଇକେଲରେ ପାଞ୍ଚ ଜଣ…
ସମ୍ଭାବ୍ୟ ରୌଦ୍ରତାପଜନିତ ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ
ଭୁବନେଶ୍ୱର,୧୯ା୨(ସୁଚିସ୍ମିତା ସାହୁ): ଚଳିତ ବର୍ଷ ଖରାର ଉତ୍ତାପ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଅପ୍ରେଲ ମାସରେ ରୌଦ୍ରତାପ ବୃଦ୍ଧି ଯୋଗୁଁ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି। ଏଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ ଚଳିତ…
ପ୍ରକାଶ ପାଇଲା ଓଡିଶା ହାତୀ ଗଣନା ରିପୋର୍ଟ: ଜାଣନ୍ତୁ କେଉଁ ଜିଲାରେ ଅଛନ୍ତି କେତେ ହାତୀ ?
ଭୁବନେଶ୍ୱର,୧୯।୨: ୨୦୨୪ ନଭେମ୍ବରରେ ରାଜ୍ୟରେ ହୋଇଥିବା ହାତୀ ଗଣନା ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୨,୧୦୩ ହାତୀ ଅଛନ୍ତି। ରିପୋର୍ଟରୁ ଜଣାପଡିଛି ଯେ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୨୯୫ ହାତୀ ଅଛନ୍ତି, ତା’ପରେ ଢେଙ୍କାନାଳ ଜିଲାରେ ୨୯୧ ଏବଂ ଅନୁଗୁଳରେ ୨୫୪…
Archives


