ଉତ୍ତରପ୍ରଦେଶରୁ ଆସିଲା ଆଳୁ: କେଜି ୩୦ ଟଙ୍କାରେ କିଣିଲେ ଖାଉଟି
ଭୁବନେଶ୍ୱର,୯।୧୨: ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ପଡକ୍ଲଃଏପି ନେଇଛନ୍ତି। ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । ଖାଉଟି…
ଓଡ଼ିଶାବାସୀଙ୍କୁ ବାୟା କଲାଣି ଅନଲାଇନ୍ ଟ୍ରେଡିଂ ନିଶା: ୧୧ ମାସରେ ୪୦ ହଜାର ମାମଲା
ଭୁବନେଶ୍ୱର,୯।୧୨: ଅଧିକ ଟଙ୍କା ପାଇବା ଆଶାରେ ଏବେ ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଅନଲାଇନ୍ ଟ୍ରେଡିଂ ପଛରେ ଧାଇଁଛନ୍ତି। କିନ୍ତୁ ଏହି ଅନଲାଇନ୍ ଟ୍ରେଡିଂରେ ସର୍ବସ୍ଵ ହରାଇ ଜୀବନ ହାରୁଛନ୍ତି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…
ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…
ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ ମାନସ…
ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି
ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ…
ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର
ଭୁବନେଶ୍ୱର, ୫ା୧୨: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ବିନୀ…
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା
ଭୁବନେଶ୍ୱର,୫ା୧୨: ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖିବାକୁ ମିଳିନାହିଁ। କିନ୍ତୁ ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା…
ଦାଦନ ଖଟିବାକୁ ଯାଇ ତିନି ବର୍ଷରେ ୨୩୩ ହରାଇଲେଣି ଜୀବନ, ଏହି ଜିଲାରୁ ସର୍ବାଧିକ
ଭୁବନେଶ୍ୱର,୩।୧୨: ପେଟ ପୋଷିବା ପାଇଁ ଦାଦନ ଖଟିବାକୁ ଯାଇ ଜୀବନ ହରାଉଛନ୍ତି ଓଡ଼ିଆ ଲୋକ। ଏହି ସଂଖ୍ୟା ଗତ ତିନି ବର୍ଷରେ ୨୩୩ ରହିଛି। ଯାହା ସରକାରଙ୍କ ପାଇଁ ଚିନ୍ତାଜନକ ହେବା କଥା। ମଙ୍ଗଳବାର ବିଧାନସଭାରେ ଶ୍ରମ ଓ କର୍ମଚାରୀ ରାଜ୍ୟ…
ଗତ ପାଞ୍ଚବର୍ଷରେ ମୃତ୍ୟୁ ବରଣ କରିଛନ୍ତି ୩୪ ବାଘ, ଏବେ ଅଛନ୍ତି ଏତିକି
ଭୁବନେଶ୍ୱର,୩।୧୨: ଓଡ଼ିଶାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଜୀବନ ହରାଇଛନ୍ତି ୩୪ କଲରାପତରିଆ ଏବଂ ତିନି ମହାବଳ ବାଘ। ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ…
ରାଜ୍ୟରେ ଖାଲି ପଡିଛି ହଜାର ହଜାର ଡାକ୍ତର-ପୋଲିସ ପଦବୀ; ବିଧାନସଭାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧୧: ରାଜ୍ୟରେ ରହିଛି ଉତ୍କଟ ସ୍ଥିତିରେ ରହିଛି ଡାକ୍ତର ଏବଂ ପୋଲିସ କର୍ମୀଙ୍କ ଅଭାବ। ବିଭିନ୍ନ ଜିଲାରେ ହଜାର ହଜାର ସଂଖ୍ୟାରେ ପଦବୀ ଖାଲି ପଡିଛି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ…
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ ବାପା
ବାରଙ୍ଗ,୩୦।୧୧: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ବାପା ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି। ତେବେ…
୨ ବର୍ଷରେ ୨୩,୬୫୫ ସଡ଼କ ଦୁର୍ଘଟଣା
ଭୁବନେଶ୍ୱର,୨୯ା୧୧ (ଅନୁରାଧା ମହାରଣା): ୨୦୨୨ ଓ ୨୦୨୩ରେ ରାଜ୍ୟରେ ୨୩,୬୫୫ ସଡ଼କ ଦୁର୍ଘଟଣା ଘଟିଛି। ୨୦୨୨ରେ ୧୧,୬୬୩ଟି ଦୁର୍ଘଟଣା ଘଟିଥିବାବେଳେ ୨୦୨୩ରେ ଏହି ସଂଖ୍ୟାରେ ୩୨୯ ବଢ଼ିଛି, ଅର୍ଥାତ୍ ୧୧,୯୯୨ ଦୁର୍ଘଟଣା ହୋଇଛି। ଏହି ଦୁଇ ବର୍ଷରେ ଦ୍ରୁତଗତିଜନିତ ଦୁର୍ଘଟଣା ସବୁଠାରୁ…
ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍ ଶୋ’
ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ ପାଇଁ ପଥ ପରିଷ୍କାର କରିବ। ଏହି ପୁଞ୍ଜିବିନିଯୋଗରେ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ଓଡିଶାରେ ୭୪,୦୦୦ରୁ…
Archives


