Tag Archives: odisha

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ…

ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ

ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।…

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ…

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର ଆଇନମନ୍ତ୍ରୀ…

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ବାକି ଆବେଦନକାରୀ ଜମି ଯୋଗ୍ୟତା…

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।…

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର…

ଆଉ ଦୁଇ ଦିନ ପରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ‘ସୁଭଦ୍ରା’ ଟଙ୍କା, ଅଙ୍ଗନଓ୍ବାଡି କର୍ମୀଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ…

ଭୁବନେଶ୍ୱର,୨୧।୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର…

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ…

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା ଲୁଟି…

ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର କମାଇଲା ଓସିଏ, ଜାଣନ୍ତୁ…

ଭୁବନେଶ୍ୱର,୧୯।୧୧: ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର। ଓସିଏ ଫେବୃୟାରୀ ୯ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର ସର୍ବନିମ୍ନ ୧୦୦ ଟଙ୍କା ହ୍ରାସ କରିଛି। ପ୍ରଥମେ ଗ୍ୟାଲେରୀ ୧ ଓ ୩ର ଟିକେଟ ଦର ୧୨୦୦…

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି କରିଛନ୍ତି। ଏଣୁ ଏବେ ଏହି ଉତ୍ସବ ୯ମ ଦିନରେ ଉଦ୍‌ଯାପିତ ହେବ। ପ୍ରକାଶ ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri