ମାଲାମାଲ ହୋଇଯିବ ଓଡ଼ିଶା! ଏହି ୬ ଜିଲାରେ ବଡ଼ ବଡ଼ ସୁନା ଖଣି
ଭୁବନେଶ୍ୱର,୧୯।୮: ଓଡ଼ିଶାରେ ୬ଟି ବଡ଼ ସୁନା ଖଣି ମିଳିଛି। ବୈଜ୍ଞାନିକମାନେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଯେ ଏଥିରେ ୨୦ ମେଟ୍ରିକ ଟନ ସୁନା ମିଳିବ ବୋଲି ଆଶା କରାଯାଉଛି। ଖଣିଜ ସମ୍ପଦରେ ସମୃଦ୍ଧ ଓଡ଼ିଶା ଏବେ…
ଭଞ୍ଜନଗର ଏନଏସି ପକ୍ଷରୁ ଫୁଟବଲ ଟୁର୍ନାମେଣ୍ଟ: କେ ଏସୟୁବି କଲେଜକୁ ହରାଇ ବିପଦର ବନ୍ଧୁ ଚାମ୍ପିୟନ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସି ଆସନ୍ତା ୩୧ ତାରିଖରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳନ କରିବ । ଚଳିତ ବର୍ଷ ଏନଏସି ପକ୍ଷରୁ ବଡ ଧରଣର ଉତ୍ସବ ଆୟୋଜନ କରାଯାଇଛି । ତେଣୁ ଅଧ୍ୟକ୍ଷ ଗୋପବନ୍ଧୁ…
ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରେ ଶତାଧିକ ମହିଳା, ରାସ୍ତାରୋକୋ ଯୋଗୁ ଯାତାୟାତ ବାଧାପ୍ରାପ୍ତ
କଲ୍ୟାଣସିଂହପୁର, ୧୯।୮( ଦୀପକ କୁମାର ପରିଡ଼ା): ପାନୀୟ ଜଳ ସମସ୍ୟାକୁ ନେଇ ହାଣ୍ଡି, ଗରା ଆଦି ଧରି ରାଜ ରାସ୍ତାରେ ଶତାଧିକ ମହିଳା। ଏଭଳି ଦେଖିବାକୁ ମିଳିଛି ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକାରପାଇ ସାହି ନିକଟରେ। ପିଇବା ପାଣିର ସୁବିଧା…
ଓଡ଼ିଶା ଉପକୂଳରେ ଅବପାତ ସୃଷ୍ଟି, ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮।୮: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ…
ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍ ଷ୍ଟାଫ୍
ଭୁବନେଶ୍ୱର,୧୮।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର…
ବରିଷ୍ଠ ନେତା ହରିବନ୍ଧୁ ପ୍ରଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଜଣାଶୁଣା ନେତା ତଥା ସାମାଜିକ କର୍ମୀ ହରିବନ୍ଧୁ ପ୍ରଧାନଙ୍କର (୭୩) ସୋମବାର ପରଲୋକ ଘଟିଛି। ତାଙ୍କର ବିୟୋଗରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ରାଜନେତା ସହ ବିଭିନ୍ନ ଧର୍ମ ଅନୁଷ୍ଠାନ…
ଓଡ଼ିଶାରେ ବିଶାଳ ଷ୍ଟିଲ ପ୍ଲାଣ୍ଟ ପାଇଁ ଜେଏସଡବ୍ଲୁ, ପୋସ୍କୋ ମଧ୍ୟରେ ଚୁକ୍ତି; ସୃଷ୍ଟି ହେବ ବଡ଼ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୧୮।୮: ଜେଏସଡବ୍ଲୁ ଷ୍ଟିଲ ଲିମିଟେଡ ଓ ଦକ୍ଷିଣ କୋରିଆର ପୋସ୍କୋ ଗ୍ରୁପ ଭାରତରେ ୬ ମିଲିୟନ ଟନ ପ୍ରତି ବର୍ଷ (ଏମଟିପିଏ) କ୍ଷମତା ସମ୍ପନ୍ନ ଏକ ଇଣ୍ଟିଗ୍ରେଟେଡ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ପାଇଁ ୫୦:୫୦ ଯୁଗ୍ମ ଉଦ୍ୟୋଗରେ ଏକ ଅବାଧ୍ୟ ଚୁକ୍ତି…
ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । କିଛି ସ୍ଥାନରେ…
ଆସନ୍ତାମାସରେ ଓଡ଼ିଶାରେ SIR: ଜାଣନ୍ତୁ ଏହା କ’ଣ, ଆଉ ଲୋକଙ୍କ ଉପରେ କି ପ୍ରଭାବ ପକାଇବ…
ଭୁବନେଶ୍ୱର,୧୮।୮: ଆସନ୍ତାମାସରୁ ଓଡ଼ିଶାରେ ସ୍ପେଶାଲ ଇଣ୍ଟେନସିଭ ରିଭିଜନ (SIR) ଆରମ୍ଭ ହେବ । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ ଗୋପାଳନ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ୨୪ ବର୍ଷ ପରେ ଓଡ଼ିଶାରେ SIR ଆରମ୍ଭ ହେବ। ଏନେଇ ଜାନୁଆରୀ…
ପୁଅ, ଝିଅଙ୍କୁ ଟ୍ୟୁଶନ ଛାଡିବାକୁ ଯାଉଥିଲେ ବାପା, ବାଟରେ ଘଟିଲା ଛାତିଥରା ଘଟଣା
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଡିଆରଡିଏ ଛକ ନିକଟରେ ଟ୍ରକ ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ବାପା ଓ ଦୁଇ ଭାଇ ଅଳ୍ପକେ ବଞ୍ଚିଯାଇଛନ୍ତି। ମୃତ ନାବାଳିକା ଜଣକ ହେଲେ କାଳିଆବାଲିର ଅବସରପ୍ରାପ୍ତ ଆର୍ମି ଏସ.ଦେବରାଜ ରେଡ୍ଡିଙ୍କ…
ପିସିସି ସଭାପତି ଭକ୍ତଙ୍କ ବଡ଼ ଘୋଷଣା: ଆସନ୍ତା ୪ରେ…
ଭୁବନେଶ୍ୱର,୧୮।୮: ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ। ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବେ। ରାଜ୍ୟ ପ୍ରଭାରୀ ଅଜୟ…
‘ମୁଁ ନବୀନଙ୍କୁ ଦେଖା କରିବାକୁ ଚାହୁଁଥିଲି, ହେଲେ…’ ସାକ୍ଷାତ ପ୍ରସଙ୍ଗରେ ଭକ୍ତଙ୍କ ବଡ଼ ବୟାନ
ଭୁବନେଶ୍ୱର,୧୮।୮: ନବୀନଙ୍କୁ ସାକ୍ଷାତ ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ। ଭକ୍ତ କହିଛନ୍ତି, ମୁଁ ନବୀନଙ୍କୁ ଦେଖା କରିବାକୁ ଚାହୁଁଥିଲି । ନବୀନଙ୍କୁ ଦେଖା କରିବାକୁ ପାଣ୍ଡିଆନ ମନା କରିନାହାନ୍ତି। ଡାକ୍ତର ମନା କରିବାରୁ ବାହାରୁ ଫେରିଆସିଲି।…

