Tag Archives: odisha

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି।...

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା...

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ...

ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍‌ଓ

ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ...

ସୁଭଦ୍ରା ଯୋଜନାରେ କେଉଁମାନେ ପାଇବେ ୫୦ ହଜାର ଟଙ୍କା? ଜାଣନ୍ତୁ କିଭଳି କରିବେ ଆବେଦନ ଏବଂ ଯୋଗ୍ୟତା 

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ...

ଦେଶରେ ୧୨ ମାସ ତଳେ ଖୁଚୁରା ମୁଦ୍ରାସ୍ଫୀତି, ଓଡ଼ିଶା ବଜାରରେ ଆକାଶ ଛୁଆଁ ଦରଦାମ୍

ଭୁବନେଶ୍ୱର, ୧୩।୬: ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବା ମହଙ୍ଗା ହାର ମେ ମାସରେ ୧୨ ମାସର ସର୍ବନିମ୍ନ ୪.୭୫% ସ୍ତରକୁ ଖସିଛି। ଯାହା ଏପ୍ରିଲ ମାସରେ ୪.୮୩% ଥିଲା ବୋଲି ବୁଧବାର ସରକାର ପ୍ରକାଶ କରିଥିବା ତଥ୍ୟରେ କହିଛନ୍ତି। ତେବେ...

ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି...

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର...

ଆର୍‌ଏସ୍‌ଏସ୍‌ ସହ ସମ୍ପର୍କ ନା ନିର୍ବାଚନ ପ୍ରଭାବ? ଓଡ଼ିଶାରେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବାରେ କ’ଣ ରହିଛି ଭାଜପାର ରଣନୀତି….

ଭୁବନେଶ୍ୱର,୧୨।୬: ଭାଜପା ପୁଣିଥରେ ଓଡ଼ିଶାରେ ନୂଆ ଚେହେରା ଦେଇ ସମସ୍ତଙ୍କୁ ଚମକାଇଛି। ନାନାଦି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଦଳ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ପୂର୍ବରୁ ଅନେକ ଲୋକପ୍ରିୟ ବିଧାୟକଙ୍କ ନାମ ଚର୍ଚ୍ଚାରେ ରହିଥିଲେ...

ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର, ଜାଣନ୍ତୁ କାହାକୁ ମିଳିବ କ୍ୟାବିନେଟ୍‌ କାହାକୁ ରାଷ୍ଟ୍ର ପାହ୍ୟା

ଭୁବନେଶ୍ୱର,୧୨ା୬: ରାଜଭବନ ପକ୍ଷରୁ ମନ୍ତ୍ରିମଣ୍ଡଳର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ।  ଆଉ କିଛି ସମୟ ପରେ...

ଦେଶକୁ କ’ଣ କ’ଣ ଦେଉଛି ଓଡ଼ିଶା? ନୂଆ ସରକାର ହେବା ପୂର୍ବରୁ…

ଭୁବନେଶ୍ୱର,୧୨।୬: ଲୋକ ସଭା ସହ ବିଧାନସଭା ନିର୍ବାଚନରେ ଭାଜପାକୁ ବହୁମତ ମିଳିଛି। ରାଜ୍ୟରେ ପ୍ରଥମ ଥର ଦଳର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ରାଜଧାନୀ ଭୁବନେଶ୍ୱରର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହର ଭବ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri