ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍: ମନ୍ତ୍ରୀ
ନୂଆଦିଲ୍ଲୀ/ପୁରୀ,୨୮।୬: ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ…
ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ
ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି ଉଚ୍ଚମାଧ୍ୟମିକ…
ଜୁଲାଇ ପହିଲାରୁ ସବୁ ଜିଲାରେ ଆରମ୍ଭ ହେବ ମିଳିତ ଜନ ଶୁଣାଣି
ଭୁବନେଶ୍ୱର,୨୬।୬: ଜୁଲାଇ ପହିଲାରୁ ସବୁ ଜିଲା ଏବଂ ସରକାରଙ୍କର ସମସ୍ତ ବିଭାଗର ମିଳିତ ଜନ ଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ତରରେ ଜିଲାପାଳ ଏବଂ ଏସ୍ପି ସାଧାରଣ…
ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି
ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର ପ୍ରଘଟ ହେଲାଣି। ବୁଧବାର ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ…
ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ
ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର…
ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…
୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍ପିମାନଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ଜୁନ ୨୪ରୁ ଆରମ୍ଭ ହୋଇଥିବା ସଂସଦ…
ନାବାଳିକା ବୋହୂଙ୍କୁ ହତ୍ୟା: ମଶାଣିରୁ ଖୋଜା ଚାଲିଛି ପ୍ରମାଣ
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ନାବାଳିକା ବୋହୂଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କୁ ଡାକ୍ତରଖାନା ନ ନେଇ କିମ୍ବା ପୋଲିସକୁ ଖବର ନ ଦେଇ ଅତି ତରବରିଆ ଭାବେ ପୋଡ଼ିଦିଆଯାଇଛି। ଏଥିରୁ ସନ୍ଦେହ ବଢ଼ୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ…
ଜାଣନ୍ତୁ ସୁଭଦ୍ରା ଯୋଜନାରୁ କିଏ ପଡ଼ିବେ ବାଦ୍, ଆଉ ଯୋଗ୍ୟ ହିିତାଧିକାରୀଙ୍କ ଆବେଦନ ପାଇଁ ଦରକାର କେଉଁ ଡକ୍ୟୁମେଣ୍ଟ
ଭୁବନେଶ୍ୱର,୨୪ା୬: ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ୪ଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା…
ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର,୨୩।୬: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ…
‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଭାଗ ପ୍ରସ୍ତୁତ, ଆଗାମୀ ୧୦୦ ଦିନରେ…
ଭୁବନେଶ୍ୱର,୨୩।୬: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍ଡେଟ୍। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହିଦିନଠାରୁ ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା
ଭୁବନେଶ୍ୱର,୨୩।୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି…
ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍ ପାଇଁ ସଂଘର୍ଷ
ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ…
Archives


