ପରିବା ବଜାରରେ ମହଙ୍ଗା ମାଡ଼; କଲବଲ ସାଧାରଣ ଖାଉଟି
ପରିବା ବଜାରରେ ଏବେ ମହଙ୍ଗା ମାଡ଼ । କଲବଲ ସାଧାରଣ ଖାଉଟି । ଚଢ଼ା ଦରକୁ ନେଇ ଅତିଷ୍ଠ ହୋଇଗଲେଣି ଖାଉଟି । ଦୁଇ ସପ୍ତାହ ତଳେ ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଥିବା ଟମାଟୋରେ ଏବେ ହାତ ମାରିବାକୁ ଡର…
ବାଲେଶ୍ଵରରେ ସ୍ଥିତି ସମୀକ୍ଷା କଲେ ଡିଜିପି ଅରୁଣ ଷଡଙ୍ଗୀ
ବାଲେଶ୍ଵର,୨୦।୬(ମାନସ ବିଶ୍ୱାଳ): ଡିଜିପି ଅରୁଣ ଷଡଙ୍ଗୀ ସନ୍ଧ୍ୟା ୭.୩୦ ମିନିଟରେ ବାଲେଶ୍ଵର ପହଞ୍ଚି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ପରିସରରେ ଡିଜିପିଙ୍କ ସମୀକ୍ଷା ବୈଠକରେ ଆଇଜି ଦୀପକ କୁମାର , ଏଡିଆଇଜି ବି ଯୁଗଳ କିଶୋର ,…
ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ, କଟ୍ନୀ ଛଟ୍ନୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୦।୬: ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣିବେ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ”ଇସ୍ତାହାରରେ ଆମେ ଏହା କହିଛୁ, ଏଇ ଖରିଫ୍ ଋତୁରୁ ଚାଷୀଙ୍କୁ ୩୧ଶହ ଦିଆଯିବ। ତେବେ…
ମକ୍କାରେ ହଜ୍ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା, ୬୮ ଭାରତୀୟ ସାମିଲ
ମକ୍କା,୨୦।୬: ଚଳିତ ବର୍ଷ ହଜ୍ଯାତ୍ରା ପାଇଁ ସାଉଦି ଆରବର ମକ୍କା ଓ ମଦିନା ସହରରେ ୨୦ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ସମାଗମ ଘଟିଥିଲା। ହେଲେ ଭୀଷଣ ଗରମ ସହ ଗୁଳୁଗୁଳି କାରଣରୁ ସାଉଦି ଆରବରେ ୯୦୦ରୁ ଅଧିକ ହଜ୍ଯାତ୍ରୀଙ୍କ ମୃତ୍ୟୁ ଘଟିଛି।…
୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ…
ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ
ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ କାହିଁକି ଦଳ ଖରାପ ପ୍ରଦର୍ଶନ କଲା, ଏହାର କାରଣ ଖୋଜିବାକୁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍…
ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା
ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା
ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍ରେ ଅଛନ୍ତି…
ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ
ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି…
ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…
ପିଏମ୍ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା
ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ…
ଆକାଉଣ୍ଟକୁ ଆସିନାହିଁ କି ପିଏମ୍ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଯାଇଛି। ତେବେ ଯଦି କୌଣସି କାରଣରୁ କାହା ଆକାଉଣ୍ଟକୁ ଟଙ୍କା…
Archives


