ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର
ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଥିବା ଏକ ବୋରଓ୍ବେଲ ମଧ୍ୟରେ କେହି ଫିଙ୍ଗି ଚାଲିଯାଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏନେଇ ଜଣାପଡ଼ିବା ପରେ ଦୀର୍ଘ ୬ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ...
ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ
ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍ଜୋମ୍ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା ରହିଥିବା ବେଳେ ସନ୍ଧ୍ୟାରୁ ଆରମ୍ଭ ହୋଇଯାଇଥିଲା ବର୍ଷା । ଅମଳ ସମୟରେ ଏଭଳି...
ବଦଳିଲେ ଆଉ ଜଣେ ଆଇଏଏସ୍ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ
ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍ ଆଇଏଏସ୍ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ...
ପୋଢୁଆଁ ହେଲେ ବଡ଼ଠାକୁର
ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ,...
ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…
ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା...
୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି...
ନିଶ୍ଚିନ୍ତକୋଇଲି ପୋଲିସର ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ
ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ...
ଓଡ଼ିଶାରେ କମୁଛି ଏଡ୍ସ ରୋଗୀଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ଦେଶକୁ ଏଡ୍ସ ମୁକ୍ତ କରିବା ଲକ୍ଷ୍ୟ
ପାରାଦୀପ,୨।୧୨: ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍ସଂଖ୍ୟକ ଏଡ୍ସ ରୋଗୀ...
ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍ଇଇଟି, ଜେଇଇ କୋଚିଂ
ଭୁବନେଶ୍ୱର, ୩୦।୧୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍ରେ ଏନ୍ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ...
ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍ ଡିପ୍ରେସନ)ରେ ପରିଣତ ହେବ।...
ଓଡ଼ିଶାକୁ ଆସିଲା ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ, ଜାନୁୟାରୀ ୯ରୁ କଳିଙ୍ଗ ସୁପର୍ କପ୍
ନୂଆଦିଲ୍ଲୀ,୨୮ା୧୧: ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ପକ୍ଷରୁ ସୁପର କପ୍ର ନାମ ପରିବର୍ତ୍ତନ କରାଯାଇଛି। ଓଡ଼ିଶାର ଦୁଇଟି ଭେନ୍ୟୁରେ ଆସନ୍ତା ଜାନୁୟାରୀ ୯ ତାରିଖରେ ଏହି ଟୁର୍ନାମେଣ୍ଟ ଖେଳାଯିବାକୁ ଥିବା ବେଳେ ଏହାର ନାମ କଳିଙ୍ଗ ସୁପର କପ୍ ରଖାଯାଇଛି। ଉଭୟ...
ବିଜୟ ହଜାରେ ଟ୍ରଫିରେ ଓଡ଼ିଶାର କ୍ରମାଗତ ତୃତୀୟ ପରାଜୟ, ସୌରାଷ୍ଟ୍ର ବିପକ୍ଷରେ ୯୯ ରନରେ ଅଲ୍ଆଉଟ
ଭୁବନେଶ୍ୱର,୨୯।୧୧: ବ୍ୟାଟିଂ ବିଫଳତା କାରଣରୁ ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ବୁଧବାର ସୌରାଷ୍ଟ୍ରଠାରୁ ୪ ଉଇକେଟରେ ହାରି ଯାଇଛି। ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଓଡ଼ିଶା ୨୯.୧ ଓଭରରେ ମାତ୍ର ୯୯...
Archives


