ବଡ଼ ବୟାନ ଦେଲେ ବଳଙ୍ଗା ପୀଡ଼ିତାଙ୍କ ବାପା, ସରକାରଙ୍କୁ ନେଇ କହିଦେଲେ…
ଭୁବନେଶ୍ୱର,୨।୮: ଦିଲ୍ଲୀ AIIMSରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଯୋଜନା କରୁଥିବା ବେଳେ ପୀଡ଼ିତାଙ୍କ ବାପା ବଡ଼ ବୟାନ ଦେଇଛନ୍ତି। ସରକାର…
ଧରାପଡ଼ିଲା ନକଲି ହନୁମାନ କଏନ ରାକେଟ, ୩ ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ
ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଟାଉନ ଥାନା ପୋଲିସ ଏକ ହନୁମାନ କଏନ୍ ରାକେଟ ଠାବ କରିବା ସହ ଏଥିରେ ଜଡ଼ିତ ତିନିଜଣ ଠକଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ପୂର୍ବ ଗୋଦାବରୀ ଜିଲା…
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ…
ଆଗାମୀ ୫ ଦିନ ବର୍ଷା, ବଜ୍ରପାତ ଭୟ; ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧ା୮(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବର୍ଷା ଜାରି ରହିଛି। ଶୁକ୍ରବାର ପୁରୀରେ ସର୍ବାଧିକ ୨୭.୧ ମିମି ଓ ଭବାନୀପାଟଣାରେ ୧୪.୮ ମିମି ବର୍ଷା ହୋଇଛି। ଏହାବ୍ୟତୀତ ରାଜ୍ୟର କାଁଭାଁ କିଛି ଅଞ୍ଚଳରେ ବର୍ଷା ହୋଇଛି। ତେବେ ଆଞ୍ଚଳିକ ପାଣିପାଗ…
ଏବେଠୁ ଆଶଙ୍କାରେ ମିଲର୍ସ; ମିଲ୍ରୁ ଉଠୁନି ଚାଉଳ, ଆଗକୁ ଧାନକିଣାକୁ ନେଇ…
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ)- ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉମାତ୍ର ୨ ମାସ ବାକି ରହିଛି। ଆସନ୍ତା ନଭେମ୍ବର ମାସରୁ ଏହି ପ୍ରକ୍ରିୟା ଆରମ୍ଭ ହେବ। ତେବେ ଏପର୍ଯ୍ୟନ୍ତ ମିଲର୍ସମାନଙ୍କଠାରୁ ଗତ କେଏମଏସ୍ ୨୦୨୪-୨୫ବର୍ଷର ଅର୍ଦ୍ଧାଧିକ କଷ୍ଟମ ମିଲଡ୍ ଚାଉଳ ସଂଗୃହୀତ ହୋଇପାରି…
ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଜଙ୍ଗଲ ମଝିରେ ପ୍ରସବ କଲେ ଗର୍ଭବତୀ, ଗୁରୁତର ଅଛନ୍ତି…
କୋକସରା,୧ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। କୋକସରା ବ୍ଲକ ଆମପାଣି ପଞ୍ଚାୟତ ସର୍ଗିପାନି ଗାଁର ଜାଗର ସାନ୍ତାଙ୍କ ସ୍ତ୍ରୀ ହୀରାମଣି ସାନ୍ତାଙ୍କ ଶୁକ୍ରବାର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଏ…
‘ଆମ ପରି ଦୁଃଖ ଆଉ କିଏ ନ ଭୋଗୁ’; ବିଡେକାରେ ଆରମ୍ଭ ହେଲା…
ଭଞ୍ଜନଗର,୧।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଜଳ ସେଚନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା)ରେ ଶୁକ୍ରବାର ମୃତଦେହ ସଂରକ୍ଷଣ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ଅଙ୍ଗନଓ୍ବାଡି କର୍ମୀଙ୍କ ଘର ଆଗରେ ଉଲଗ୍ନ ହୋଇ ଅସଦାଚରଣ ସହ ହତ୍ୟା ଧମକ, ଦିଗପହଣ୍ଡି ଥାନାରେ…
ଦିଗପହଣ୍ଡି,୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ସ୍ବାମୀଙ୍କ ଅନୁପସ୍ଥିତିରେ ଜଣେ ଅଙ୍ଗନୱାଡ଼ି କର୍ମୀଙ୍କୁ ଗ୍ରାମର ସନ୍ତୋଷ କୁମାର ବିଷୋୟୀ ଅସଦାଚରଣ କରିବା ସହ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଅଙ୍ଗନୱାଡ଼ି କର୍ମୀଙ୍କ ଏତଲା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି
ସୁନ୍ଦରଗଡ଼,୧।୮: ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ…
କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…
ଓଡ଼ିଶା ପାଇଁ ବଡ଼ ସଫଳତା: ୧୧,୧୬୯ କୋଟି ଟଙ୍କାର ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୩୧।୭: ଓଡ଼ିଶା ପାଇଁ ଏକ ବଡ଼ ଭିତ୍ତିଭୂମି ଉନ୍ନୟନ ପଦକ୍ଷେପରେ କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ ଦାଙ୍ଗୋଆପୋସି-ଜାରୋଲି ତୃତୀୟ ଓ ଚତୁର୍ଥ ରେଳମାର୍ଗ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଏହା ଛଅଟି ରାଜ୍ୟରେ ଚାରୋଟି ପ୍ରମୁଖ ମଲ୍ଟି-ଟ୍ରାକିଂ ପ୍ରକଳ୍ପର ଅଂଶ। ଏହି ପ୍ରକଳ୍ପ ଓଡ଼ିଶା ଓ…
ପୁଣି ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଲେ କଲେଜର ଡାଟା ଏଣ୍ଟ୍ରି ଅପରେଟର, ସହଯୋଗ କରୁଥିଲେ ଅଧ୍ୟାପକ
ଦିଗପହଣ୍ଡି,୩୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଏକ କଲେଜର ଜଣେ ଯୁକ୍ତ ୨ ଦ୍ୱିତୀୟବର୍ଷ ବିଜ୍ଞାନ ଛାତ୍ରୀଙ୍କୁ ସେହି କଲେଜର ଜଣେ ଡାଟା ଏଣ୍ଟ୍ରି ଅପରେଟର ଦେବବ୍ରତ ସାହୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି। ଦେବବ୍ରତଙ୍କୁ ସାନଖେମୁଣ୍ଡି…

