Tag Archives: odisha

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ ଦାବି ଜୋର ଧରିଛି। ଏନେଇ ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ରଙ୍କ ନେତୃତ୍ୱରେ…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ବିଶାଳ ବାଇକ୍ ରାଲି ଷଡ଼ଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ବାହାରି ଗେଡ଼ମା…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରୁ ଏହି ଶୋଭାଯାତ୍ରା ବାହାରି ପାଟଣା ବଜାର ପରିକ୍ରମା କରିବା…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ ଆବଶ୍ୟକୀୟ ସୁରକ୍ଷା ପ୍ରଦାନ ଦାବିରେ ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍ ପକ୍ଷରୁ ବରଗଡ଼…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା ପୂର୍ବାହ୍ନରେ ନିଜ ଘରେ ରୋଷେଇ କରୁଥିବା ସମୟରେ ହଠାତ୍ ରନ୍ଧନ ଗ୍ୟାସ ଲିକ…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ଖରିଫ୍ ଋତୁରେ ଧାନକିଣା ପାଇଁ ରାଜ୍ୟରେ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବନ୍ୟଜନ୍ତୁମାନଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା ନିମନ୍ତେ ବନ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ସେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ ଏହି ଖେଳର ପ୍ରଶାସନ ପରିଚାଳନା ପାଇଁ ଏକ ଆହ୍‌ଡ୍‌ ହକ୍‌ କମିଟି ଗଠନ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ସମିତିର ନିଲମ୍ବିତ ସମ୍ପାଦକ ଶରତ କୁମାର ନାୟକଙ୍କୁ କଟକ ଭିଜିଲାନ୍ସ ବିଭାଗ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆଣ୍ଠୁଏ କାଦୁଅ ଓ ଖାଲଖମାରେ ପରିଣତ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?