୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ
ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା…
ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…
ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍ଏସ୍ଇର ସୂଚନା
ଭୁବନେଶ୍ୱର,୨୨ା୫: ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍ ଇନ୍ କରି ଛାତ୍ରୀଛାତ୍ର…
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’
ଭୁବନେଶ୍ବର,୨୨।୫: ରାଜ୍ୟରେ ତୃତୀୟ ପର୍ଯ୍ୟୟ ମତାଦାନକୁ ଆଉ ଖୁବ କମ୍ ଦିନ ବାକି ରହିଛି। ୨୫ ତାରିଖରେ ହେବାକୁ ଥିବା ଏହି ନିର୍ବାଚନରେ ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ, ଭୁବନେଶ୍ବର ଓ ସମ୍ବଲପୁର ସମେତ ୬ ଲୋକ ସଭା ଆସନରେ ମତଦାନ…
ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧।୫(ସୁନିତ୍ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ ହାତରେ ରହିବ ବୋଲି ଖୋଦ୍ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ତେବେ…
ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…
ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ ଟାର୍ଗେଟ କରାଯାଉଛି। ଅନେକେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ବୋଲି କହୁଛନ୍ତି। ଏନେଇ…
ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…
ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ ମେଣ୍ଟ…
ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ…
ସସ୍ତ୍ରୀକ ଭୋଟ୍ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…
ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ
ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ଏବଂ ୨୫ ବର୍ଷ…
ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା
ଭୁବନେଶ୍ୱର, ୧୯।୫(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି। ଏହାପରେ…
ଶ୍ରୀମନ୍ଦିରରେ ମୋଦି
ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା…
Archives


