କଳାହାଣ୍ଡିରେ ଚାଲିଛି ଭୋଟ୍ ଗ୍ରହଣ
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…
ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ
ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା…
୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…
ମତଦାନ ସାବ୍ୟସ୍ତ କଲେ ଏମ୍ପି ସପ୍ତଗିରି
ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ…
ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ…
ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା
ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଠାରେ ମତଦାନ ପ୍ରକ୍ରିୟା ୩୦ ମିନଟ୍ ବିଳମ୍ବରେ ହୋଇଥିଲା।…
କେସିଙ୍ଗାରେ ଚାଲିଛି ମତଦାନ
କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…
ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର
ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ…
ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…
ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ।…
କାଳବୈଶାଖୀ ପ୍ରଭାବରେ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଝଡ଼ବର୍ଷା ଲାଗି ରହିବା ସମ୍ଭାବନା
ଭୁବନେଶ୍ୱର,୧୨।୫: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ ତାପମାତ୍ରା ପାଖାପାଖି ୩ରୁ ୫ ଡିଗ୍ରୀ ସେଲସିୟସ୍ କମିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତକାଲି…
ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୨।୫: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଗସ୍ତ ସମୟରେ ସେ ପୁରୀରେ ରୋଡ୍ ଶୋ କରିବେ। ଏହାସହିତ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର…
‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର…
Archives


