Tag Archives: odisha

ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ: ସସ୍ଥାୟୀ ଜୀବନଶୈଳୀ ଓ ଅକ୍ଷୟ ଶକ୍ତି ଉପରେ…

କର୍ଲାମୁଣ୍ଡା,୨୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରି ବିଭିନ୍ନ ଶକ୍ତିର ଉତ୍ସ ପ୍ରଦର୍ଶନ କରିଥିଲେ। ତେରେସିଙ୍ଗା…

ସ୍ତ୍ରୀ ସରପଞ୍ଚ, ସ୍ବାମୀ ଚଳାଉଛନ୍ତି ପଞ୍ଚାୟତ, ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ…

ଖୋର୍ଦ୍ଧା, (ପ୍ରଭାତ ପାଣିଗ୍ରାହୀ),୨୫।୭: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଦଳେଇ ସାହି ପଞ୍ଚାୟତ ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ। ଅନାସ୍ଥା ପ୍ରସ୍ତାବ ଆଣିଲେ ଉକ୍ତ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବର। ଏନେଇ ଉପଜିଲାପାଳ କିଶୋର ଚନ୍ଦ୍ର ପଣ୍ଡାଙ୍କ ନିକଟରେ ଲିଖିତ ଅଭିଯୋଗ…

ବ୍ୟାପିଲା ବାର୍ଡ ଫ୍ଲୁ, ମରାଗଲା ୪୦୭ ବତକ

ଖୋର୍ଦ୍ଧା,୨୫।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ବ୍ଲକ ଜଂକିଆ ମୁଣ୍ଡାଆମ୍ବ ବାର୍ଡ ଫ୍ଲୁ ଘୋଷଣା କରାଯାଇଛି। ଗତକାଲି ପ୍ରଥମ ଦିନରେ ୪୫୦୭ କୁକୁଡା ମରାଯାଇ ପୋତାଯାଇଛି । ଦ୍ବିତୀୟ ଦିନରେ ବି ଏହି ଅଭିଯାନ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ…

ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ରହିବାକୁ ଚିଠି ଲେଖିଲେ SRC

ଭୁବନେଶ୍ୱର,୨୫।୭: ଅବପାତ ବର୍ଷାକୁ ନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି SRC। ସବୁ ଜିଲାପାଳଙ୍କୁ ସଜାଗ ରହିବାକୁ ମଧ୍ୟ SRC ପରାମର୍ଶ ଦେଇଛନ୍ତି। ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ରହିଛି। ସେହିପରି ଅନୁଗୋଳ, ଢେଙ୍କାନାଳ…

ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨୫।୭: ରାଜ୍ୟର ବିଭିନ୍ନ ଜିଲାରେ ଲଘୁଚାପ ଜନୀତ ବର୍ଷା ଲାଗି ରହିଥିବା ବେଳେ ବଡ଼ ଘୋଷଣା କରିଛି ପ୍ରଶାସନ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜର ସବୁ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ…

ଅନାସ୍ଥା ପ୍ରସ୍ତାବକୁ ନେଇ ହଲଚଲ, ଚାଞ୍ଚଲ୍ୟକର ବୟାନ ଦେଲେ ଭକ୍ତ, କହିଲେ ନବୀନଙ୍କ ସହ…

ଭୁବନେଶ୍ୱର,୨୫।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ ବୟାନବାଜି…

ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି, ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୭: ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି, ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD) ଗୁରୁତ୍ୱପୂର୍ଣ୍ଣ ସତର୍କ ସୂଚନା ଜାରି କରିଛି। ଏହି ଅବପାତ ପ୍ରଭାବରେ ଓଡ଼ିଶାରେ ୨୮ ଜୁଲାଇ ୨୦୨୫…

ସ୍କୁଟିରେ କରୁଥିଲେ ଗଞ୍ଜେଇ ଚାଲାଣ: ୨ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡାଙ୍କ ନେତୃତ୍ୱରେ ଅବକାରୀ ଟିମ୍‌ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ସ୍କୁଟି ନଂ. ( ଓଡି…

ଜମିବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ପୋଲିସର ଏକତରଫା ଗିରଫଦାରୀକୁ ଚାଷୀ ମୁଲିଆ ସୁରକ୍ଷା ସମିତିର ବିରୋଧ  

ଦାରିଙ୍ଗବାଡି, ୨୪।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ରାମ୍ବୁଲି ଏବଂ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀ ପକ୍ଷରୁ ଆହତ ହୋଇଥିଲେ।…

ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଆତ୍ମାହୁତି ଦେବି କହି…

ଭୁବନେଶ୍ୱର,୨୪।୭: ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଛନ୍ତି ଜଣେ ଯୁବତୀ। ସୂଚନାନୁଯାୟୀ, ଅମରେଶ ଯୁବତୀଙ୍କ ସହ ୨୦୨୩ରୁ ସମ୍ପର୍କ ରଖିଥିବା ବେଳେ…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ଏସବୁ ଜିଲାରେ ଅତି ପ୍ରବଳ ବର୍ଷା, ରେଡ୍‌ ଓ୍ବାର୍ନିଂ…

ଭୁବନେଶ୍ୱର, ୨୪ା୭(ଅନୁରାଧା ମହାରଣା)- ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାବେଳେ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଶୁକ୍ରବାର ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଏହା ଗତି…

ପରିତ୍ୟକ୍ତ ଅବସ୍ଥାରେ ଅଧାପନ୍ତରିଆ ଅଙ୍ଗନୱାଡି କେନ୍ଦ୍ର, ଛୋଟ ଶିଶୁମାନେ…

ବୁଗୁଡ଼ା,୨୪ା୭(କାଳିଚରଣ ଦାଶ)-ବୁଗୁଡ଼ା ଏନଏସି ଅନ୍ତର୍ଗତ ୫ନଂ ୱାର୍ଡରେ ଜନସଂଖ୍ୟା ଅନୁସାରେ ଅଙ୍ଗନୱାଡି କେନ୍ଦ୍ର ନାହିଁ। ଏଠାରେ ମାତ୍ର ଗୋଟିଏ ରହିଛି। ଏହି କେନ୍ଦ୍ରଟି ଅସଂପୂର୍ଣ୍ଣ ଥିବାରୁ କେନ୍ଦ୍ର ୬ନଂ ୱାର୍ଡରେ ଚାଲୁଛି। ୫ ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର ପାଇଁ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?