ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର
ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର…
୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…
ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ ସଡୁ ସୁବାସ ଚନ୍ଦ୍ର ବିଶ୍ୱାଳଙ୍କ ଘର ସମ୍ମୁଖରେ ଥିବା ଏକ ବ୍ୟାଟେରୀ ଚାଳିତ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ ଘରେ ପଶି ସୁନାଗହଣା ଲୁଟି ନେଇ ପଳାଇଥିଲେ। ସ୍ତ୍ରୀଙ୍କ ଅନୁପସ୍ଥିତିରେ ସେ ଏକୁଟିଆ…
୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…
ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ନିଜ ନାମାଙ୍କନପତ୍ର ନିର୍ବାଚନ ଅଧିକାରୀଙ୍କ ନିକଟରେ ଦଖଲ…
ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…
ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍ ଓରଫ୍ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍ସୋ କୋର୍ଟରେ ହାଜର ହୋଇଥିଲେ। ଆଜାଦ୍ କୋର୍ଟରେ ହାଜର ହେବା ପରେ ତାଙ୍କ ଉପରେ ଚାର୍ଜଫ୍ରେମ୍ ହୋଇଥିଲା…
ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍ପିଙ୍କ ବଦଳି ଦାବିରେ…
ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍ପାଟ୍ ହେଉଛି। ବିଚ୍ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି ସ୍ଥିତିକୁ ନେଇ ସ୍ଥାନୀୟ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ନିଶା କାରବାରରୁ…
ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ
ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି ପନ୍ଦରା ସାହିର ଟେକ୍ନିସିୟନ ନିଗମ ପ୍ରସାଦ ପଣ୍ଡା ଏକ ଔଷଧ ଦୋକାନ ସମ୍ମୁଖରେ…
ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା କାର୍ଯ୍ୟକ୍ରମ ଚାଲିଥିଲା। ଏହାର କିଛି ସମୟ ପରେ ଯେଉଁଠି ସଚେତନତା ସଭା ହେଉଥିଲା…
ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି
ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…
ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…
ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ କରିବିନି, କିନ୍ତୁ ଆଇଟମ ନାଚିବି। ହଟ୍ କଷ୍ଟ୍ୟୁମ ପିନ୍ଧିବି, ଆଇଟମ ଜଲୱା ଦେଖାଇବି।…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…
ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ…
Archives


