Tag Archives: odisha

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ କ୍ଷତିପୂରଣ ସମ୍ପର୍କିତ ଅଭିଯୋଗର ସମାଧାନ ନହେବାରୁ ଜଣେ ବ୍ୟକ୍ତି କୀଟନାଶକ ଔଷଧ ପିଇ…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ ରାଜନୈତିକ ଦଳ (ଭାଜପା ଓ ବିଜେଡି) ମୁହାଁମୁହିଁ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ୩…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି। ତଲନାଗିରୁ ଘୁଟ୍ରୁଖାଲା ହୋଇ ମାଲିଗାଁକୁ ଯୋଡ଼ିବା ପାଇଁ ଘୁଟ୍ରୁଖାଲାଠାରେ ୧୨୫ କୋଟି ଟଙ୍କାର…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ ବାଇକରେ ପେଟ୍ରୋଲ ଭରିବା ବେଳେ ଠକେଇ ହୋଇଥିବା ଅଭିଯୋଗକୁ ନେଇ ପ୍ରବଳ ଉତ୍ତେଜନା…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଫସଲ ନଷ୍ଟ ସହ ଘରଦ୍ୱାର ଭାଙ୍ଗିବା ଭଳି ଅଘଟଣ ଘଟୁଛି।…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ ଯେତେ ଦୁର୍ଘଟଣା କିମ୍ବା ଧନଜୀବନ କ୍ଷତି ହେଲେ ବି ବେପରୁଆ ହୋଇ ରହୁଛି।…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ ପୋଲିସ ମଙ୍ଗଳବାର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ଭିଟାମାଟିରେ ପହଞ୍ଚିଛି। ଏହି ଅଘଟଣରେ ଶୋକସନ୍ତପ୍ତ ପରିବାରକୁ ଜିଲା ପ୍ରଶାସନ ପକ୍ଷରୁ…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡି ପୋଲିସର ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଗିରଫ କରିଛି। ପଶ୍ଚିମବଙ୍ଗର ଉତ୍ତର ୨୪…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର ସମସ୍ୟା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଅନେକ ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?