ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…
ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି। ୪ଥର…
ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର
ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା…
ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ
ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ…
ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…
ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ମାରିଛି ଭାଜପା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା…
କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର…
ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବଡ଼…
୩୦ ଯାଏ ସରକାରୀ କର୍ମଚାରୀଙ୍କୁ ଛୁଟି ମନା, ଜାଣନ୍ତୁ କ’ଣ ପାଇଁ…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ନୂଆ ସରକାର ହେବାକୁ ଯାଉଛି। ଏହାକୁ ନେଇ ବିଭିନ୍ନସ୍ତରରେ କାର୍ଯ୍ୟକ୍ରମ ଚାଲିବ। ଏଥିଲାଗି ସରକାରୀ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତଦନୁଯାୟୀ ଆସନ୍ତା ୩୦ ଯାଏ ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ। ଏନେଇ ବିଭାଗୀୟ ସଚିବ…
ଭୁବନେଶ୍ୱରରେ ପହଞ୍ଚିଲେ ରାଜନାଥ-ଭୂପେନ୍ଦ୍ର ଯାଦବ, ଖୁବ୍ଶୀଘ୍ର ମୁଖ୍ୟମନ୍ତ୍ରୀ ନାମରେ ବାଜିପାରେ ମୋହର…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଢ଼ିବାକୁ ଯାଉଛି। ବିଧାନସଭା ନିର୍ବାଚନ ୨୦୨୪ରେ ୭୮ ଆସନ ଜିତି ଭାଜପା ବହୁମତ ହାସଲ କରିଛି। ହେଲେ ଏଯାବତ ଦଳ ନିଜର ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ପଷ୍ଟ କରିନାହିଁ। ଏସବୁ…
ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ
ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ…
କେନ୍ଦ୍ରମନ୍ତ୍ରୀ ହେବେ ଧର୍ମେନ୍ଦ୍ର, ଜାଣନ୍ତୁ ଓଡ଼ିଶାରୁ କିଏ ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୬: ସମ୍ବଲପୁର ଏମ୍ପି ଧମେନ୍ଦ୍ର ପ୍ରଧାନଙ୍କୁ ପିଏମ୍ ଅଫିସରୁ ରବିବାର ଫୋନ୍ ଆସିଛି। ତେବେ ଏହି କଲ୍ ଆସିବା ପରେ ମନ୍ତ୍ରିମଣ୍ଡଳରେ ଧର୍ମେନ୍ଦ୍ର ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଧର୍ମେନ୍ଦ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୁଅନ୍ତି ତେବେ ଓଡ଼ିଶାର…
‘ଓଡ଼ିଶାରୁ ବିଜେଡି-ନବୀନ ଯୁଗ ସରିଲା, ତାମିଲ ଶାସନ ହଟିଲା’
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୯।୬ : ଖୋର୍ଦ୍ଧା ଜେଲରୁ ବାହାରିଲେ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ତାଙ୍କୁ ରବିବାରଠାରୁ ତିନି ଦିନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ଅତିରିକ୍ତ ଜିଲା ଦୌରାଜଜ-୧ମ। ପୁତୁରା ଶୁଦ୍ଧିକ୍ରିୟା, ଶପଥ ଗ୍ରହଣ ଉତ୍ସବ ରେ ଯୋଗଦାନ ଏବଂ ସ୍ବାସ୍ଥ୍ୟଗତ…
୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ
ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ…
Archives


