ଖଲ୍ଲିକୋଟରେ ଧରାପଡ଼ିଲା ବାଇକ ଚୋରି ଗ୍ୟାଙ୍ଗ: ୪ ଗିରଫ, ୧୯ ବାଇକ ଜବତ କରି…
ଖଲ୍ଲିକୋଟ,୧ା୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ପୋଲିସ ବାଇକ ଚୋରି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଖଲ୍ଲିକୋଟ ଥାନା ଅଞ୍ଚଳରେ ଗତ ୩ ମାସ ମଧ୍ୟରେ ବାଇକଚୋରି ହେଉଥିଲା। ଜୁନ ୧୯ ରେ…
ଜଳନ୍ଧର ନାଏକ ହେଲେ କଳାହାଣ୍ଡି ଜିଲା କଂଗ୍ରେସ ସଭାପତି
ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଜଳନ୍ଧର ନାଏକଙ୍କୁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ମନୋନୀତ କରିଛନ୍ତି। ଜିଲା ସଭାପତି ନାଏକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ଜିଲା ଯୁବ କଂଗ୍ରେସ…
ପ୍ରତ୍ୟକ୍ଷ-ପରୋକ୍ଷ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଉ : ଉପ ଜିଲାପାଳ
ଭଞ୍ଜନଗର,୧।୭(ବାବୁଲା ପ୍ରଧାନ): ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ବର୍ତ୍ତମାନ ସରଗରମ ରହିଛି। ଶାସକ ଭାଜପା ଓ ବିରୋଧୀ ବିଜେଡି, କଂଗ୍ରେସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଅନ୍ୟପଟେ ଓଏଏସ୍…
ବାରଣ୍ଡାରେ ଶୋଇଥିବା ବେଳେ ପିଟିପିଟି ହତ୍ୟା କରିଥିଲେ, ସନ୍ତୋଷ ପାତ୍ରଙ୍କୁ କୋର୍ଟ ଚାଲାଣ କଲା…
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଭିଷ୍ମଗିରି ଗ୍ରାମର ଗୋଲାସାହିରେ ଗତ ରବିବାର ରାତିରେ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ଯୁବକ କେ. ସନ୍ତୋଷ ପାତ୍ରଙ୍କୁ ଗିରଫ…
ବସ୍କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା…
ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍କୁ ଗଲେ ମୁରଲୀ
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…
BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍ ସଂଘ
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍…
ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି, ଭୁବନେଶ୍ୱରରେ ବିଶାଳ ସମାବେଶ
ଭୁବନେଶ୍ୱର,୧।୭: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ କଂଗ୍ରେସ (AICC)ର ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା ଆସିବେ। ଏହି ସୂଚନା ଦେଇଛନ୍ତି…
ଓଡ଼ିଶା ଷ୍ଟେଟ୍ ଓପନ୍ ସୁଟିଂ ଚାମ୍ପିଅନଶିପ୍: କଳାହାଣ୍ଡିର ପୁଅ ବିଶ୍ୱଜିତଙ୍କ କମାଲ୍, ଜିତିଲେ ସ୍ବର୍ଣ୍ଣ ସହ…
ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ୨ ଦିନ ଧରି ଚାଲିଥିବା ଦ୍ୱିତୀୟ ଓଡ଼ିଶା ଷ୍ଟେଟ ଓପନ୍ ସୁଟିଂ ଚାମ୍ପିଅନ୍ଶିପରେ କମାଲ ଦେଖାଇଛନ୍ତି କଳାହାଣ୍ଡିର ପୁଅ ବିଶ୍ୱଜିତ ପାତ୍ର। ଓଡିଶା ରାଇଫଲ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଳାହାଣ୍ଡି ଜିଲା…
ରିଷିଡ଼ାରେ ମନମୋହୁଛି ମହାପ୍ରଭୁ ଜଗନ୍ନାଥଙ୍କ ଦଶାବତାର: ନରସିଂହ ବେଶ ଦେଖିବାକୁ ପ୍ରବଳ ଭିଡ
ରିଷିଡା, ୧।୭( ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ମାଉସୀ ମା’ ମନ୍ଦିରରେ ମଙ୍ଗଳବାର ଚତୁର୍ଥ ଦିବସରେ ଶ୍ରୀ ଜଗନ୍ନାଥ ନରସିଂହ ଅବତାର ବେଶରେ ସଜେଇ ହୋଇଛନ୍ତି। ଏହି ଅବତାରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ…
ଗଞ୍ଜାମରେ ପୁଣି ଚାଞ୍ଚଲ୍ୟ: ଗେଷ୍ଟ ହାଉସ୍କୁ ପ୍ରେମିକାଙ୍କୁ ଆଣିି ଛୁରୀ ଭୂଷି ହତ୍ୟା, ଥାନାରେ ଆତ୍ମସମର୍ପଣ କରି…
ବ୍ରହ୍ମପୁର, ୧।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଜାତୀୟସ୍ତରରେ ନିନ୍ଦା କରାଯାଉଛି। ନାବାଳିକା ବଳାତ୍କାର ଘଟଣା ଦିନକୁ ଦିନ ବଢୁଛି। ସେହି ଅନୁପାତରେ ଗତ ୪ ଦିନ ମଧ୍ୟରେ…
‘ଆଦାନୀଙ୍କ ଇଚ୍ଛା ଅନୁସାରେ ଘୁଞ୍ଚିଲା ରଥଟଣା’
ଭୁବନେଶ୍ୱର,୨୮ା୬(ସୁନିତ୍ ମିଶ୍ର): ଚଳିତ ବର୍ଷ ତ୍ରୁଟି ଶୂନ୍ୟ ଓ ସ୍ମରଣୀୟ ରଥଯାତ୍ରା ହେବ ଏବଂ ଏକ ଦିବ୍ୟ ଅନୁଭୂତି ନେଇ ଭକ୍ତମାନେ ଫେରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ କିନ୍ତୁ ଅବ୍ୟବସ୍ଥିତ ଓ ମହାବିଭ୍ରାଟରେ ରଥଯାତ୍ରା ସମ୍ପନ୍ନ ହେଲା। ଦୋଷ ଏବଂ ତ୍ରୁଟି…

