Tag Archives: odisha

ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର, ଘଟଣାସ୍ଥଳରେ ବଜରଙ୍ଗ ଦଳ

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର। ଏଭଳି ଏକ ଦୁର୍ଘଟଣା୧୬ ନଂ ଜାତୀୟ ରାଜପଥ ଲକ୍ଷ୍ମୀପୁର ନିକଟରେ ଦେଖିବାକୁ ମିଳିଛି। ଏନେଇ ଖବର ପାଇ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ...

ଭେଙ୍କଟେଶ୍ୱର ଦଳାଚକଟାରେ ଓଡ଼ିଆ ଯୁବତୀ ମୃତ, ଏକମାତ୍ର ଝିଅକୁ ହରାଇ…

ପାତ୍ରପୁର,୧ା୧୧(ଉମା ଚରଣ ନେପାକ): ଓଡ଼ିଶାରେ ରବିବାର କାର୍ତ୍ତିକ ବଡ଼ ଏକାଦଶୀ ପାଳନ ହେଉଥିବା ବେଳେ ଆନ୍ଧ୍ର ପ୍ରଦେଶରେ ଏକାଦଶୀକୁ ଶନିବାର ପାଳନ କରାଯାଇଥିଲା। ଆନ୍ଧ୍ରର ଶ୍ରୀକାକୁଲମ ଜିଲା କାଶୀବୁଗା ଭେଙ୍କଟେଶ୍ୱର ମନ୍ଦିରରେ ଏକାଦଶୀ ବ୍ରତ ପାଳନ ପାଇଁ ପ୍ରବଳ ଜନସମାଗମ...

ଏକମାତ୍ର ପୁଅ ଚାଲିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ, ଆବେଦନ କରି ବି ମିଳୁନି ଆବାସ…

ମୋହନା,୧ା୧୧(ମନ୍ମଥ ମିଶ୍ର)- ପରିଣତ ବୟସରେ ସାହା ହେବାକୁ କେହି ନାହିଁ। ଘରଟିଏ ନ ଥିବାରୁ ଆଶ୍ରୟ ନେଇଛନ୍ତି ଗାଁ କୋଠଘରେ। ଆବେଦନ କରି ମଧ୍ୟ ଏଯାଏ ମିଳିନି ତାଙ୍କୁ ଆବାସ ଯୋଜନାରେ ଘର ଖଣ୍ଡିଏ। ଏପରି ଅବହେଳାର ଶିକାର ହୋଇଥିବା...

ଅଙ୍ଗଦାନ କରି ଚର୍ଚ୍ଚାରେ ଦୁର୍ଗମ ଅଞ୍ଚଳର ମହିଳା ‘ଅବଳା’,ଦିଆଗଲା ଗାର୍ଡ ଅଫ୍‌ ଅନର୍‌…

ମୋହନା,୧ା୧୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନା ବ୍ଲକରେ ଅଙ୍ଗଦାନ କରି ଜଣେ ମହିଳା ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ଖାରିଗୁମ୍ମା ଗାଁର ଅବଳା। ଖବରରୁ ଜଣାପଡିଛି, ଗତ ରବିବାର ଅବଳା ଆର ଉଦୟଗିରି ବ୍ଲକ ଛେଳିଗଡ଼ ଗାଁକୁ ତାଙ୍କର ଜଣେ...

ବୁଲା ଗାଈଗୋରୁଙ୍କୁ ଅଟକ ରଖିଲେ ଚାଷୀ, ମହିଳାଙ୍କ ପ୍ରତିବାଦ…

ବୁଗୁଡା,୧ା୧୧(କାଳିଚରଣ ଦାଶ): ବୁଲା ଗାଈଗୋରୁଙ୍କ ଯୋଗୁ ବୁଗୁଡ଼ା ସହରର ଟ୍ରାଫିକ ବ୍ୟବସ୍ଥା ଭୁଶୁଡି ପଡ଼ିଥିବା ବେଳେ ଏବେ ସେମାନଙ୍କ ପ୍ରାର୍ଦୁଭାବ ଯୋଗୁ ଚାଷୀଙ୍କ ଫସଲ ହାନି ମଧ୍ୟ ଘଟୁଛି। ବୁଲା ଗାଈଗୋରୁ ପଲ ରାତିରେ ଲୋକଙ୍କ କ୍ଷେତରେ ପଶି ଫସଲ...

ଚକୋଲେଟ ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାରଣ, ମା’ବାପାଙ୍କ ଅଭିଯୋଗ ପରେ ବନ୍ଧା ହେଲେ ଶିକ୍ଷକ…

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଏକ ଲଜ୍ୟା ଜନକ ଘଟଣା ଦେଖିବାକୁ ମିଳିଛି । ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହୁମ୍ମା ଫାଣ୍ଡି ପୋଲିସ ଏକ ପ୍ରାଥମିକ...

ସାନଖେମୁଣ୍ଡିରେ ବ୍ଲକସ୍ତରୀୟ ‘ସୁରଭି’

ଦିଗପହଣ୍ଡି/ପାଟପୁର, ୧ା୧୧ (ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମୌଳାଭଞ୍ଜା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷୟତ୍ରୀ ଭାରତୀ ମହାରଣାଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ...

‘ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ନେଲେ ଶପଥ’

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା ଓ...

ବ୍ୟବସାୟୀଙ୍କୁ ଅପହରଣ କରି ଅସୁଲିଥିଲେ ୪୦ ଲକ୍ଷ ଟଙ୍କା, ୪ ଡ଼କାୟତଙ୍କୁ ବାନ୍ଧିଲା ବୈଶିଙ୍ଗା ପୋଲିସ…

ବୈଶିଙ୍ଗା,୧।୧୧(ରତନ ଦାଶ):  ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଞ୍ଚଳରେ ଜନୈକ ରାଇସ ମିଲ ମାଲିକଙ୍କୁ ଦିନ ଦ୍ବିପହରରେ ମାରଣାସ୍ତ୍ର ଦେଖାଇ ୧୮ ନଂ ଜାତୀୟ ରାଜପଥ ଉପରୁ ଅପହରଣ କରି ନେଇଥିଲେ। ପରେ ତାଙ୍କ ଠାରୁ ୪୦ ଲକ୍ଷ ଟଙ୍କା...

ରାସନ ଚାଉଳକୁ ନେଇ ବଡ଼ ଅପଡେଟ୍: ବନ୍ଦ ହେବ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ...

ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧।୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି...

ଯୁବତୀଙ୍କୁ ବିଲକୁ ଟେକିନେଇ ଗଣବଳାତ୍କାର: ଅଫିସରୁ ସନ୍ଧ୍ୟାରେ ଫେରୁଥିବାବେଳେ…

ବୀରମହାରାଜପୁର,୧।୧୧ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡି ଠାରେ ଏକ ଗଣବଳାତ୍କାର ହୋଇଥିବା ବୀରମହାରାଜପୁର ଥାନାରେ ଶନିବାର ପୀଡିତା ଯୁବତୀ ଏକ ଲିଖିତ ଅଭିଯୋଗ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ହିକୁଡି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri