ଓଡ଼ିଶା ନୂଆ ଇଭି ନୀତି ୨.୦: ୨୦୩୬ ସୁଦ୍ଧା ରାଜ୍ୟରେ ୫୦% ଇଲେକ୍ଟ୍ରିକ ଗାଡ଼ି ଗାଡ଼ାଇବାକୁ ଲକ୍ଷ୍ୟ
ଭୁବନେଶ୍ୱର,୨୫ା୬: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ ଭାବେ ବୁଧବାର ନୂତନ ଓଡ଼ିଶା ଇଲେକ୍ଟ୍ରିକ ଗାଡ଼ି (ଇଭି) ନୀତି ୨.୦ ଉପରେ ଏକ ଚିନ୍ତନ ବୈଠକ ଆୟୋଜନ କରିଛନ୍ତି। ଏହି ବୈଠକରେ ବାଣିଜ୍ୟ ଓ…
ଅଭିନେତା ନାରାୟଣ ପତିଙ୍କ ପରଲୋକ
ଭୁବନେଶ୍ୱର, ୨୫ା୬ (ସୌମ୍ୟରଞ୍ଜନ ରାଉତ): ସିନେ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି(୭୨)ଙ୍କ ବୁଧବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ବ୍ୟାସକବି ଫକୀରମୋହନ ସେନାପତିଙ୍କ କାଳଜୟୀ ସାହିତ୍ୟକୃତି ‘ଡାକମୁନସୀ’ ଉପରେ ଏକ ଓଡ଼ିଆ ସିନେମା ନିର୍ମାଣ କରିବାକୁ କଳାକାର ଚୟନ ଚାଲିଥିବା ବେଳେ…
ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ ଯୁବକଙ୍କୁ…
ଆର୍ଡି ରାସ୍ତାରେ ଟୋଲଟ୍ୟାକ୍ସ ଅସୁଲିକୁ ବିରୋଧ: ଟୋଲଗେଟ୍ ଭାଙ୍ଗିଲେ କୋଶଲ ସଂଗ୍ରାମୀ, ଚର୍ଚ୍ଚାରେ…
ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାଠାରେ ରହିଥିବା ଟୋଲପ୍ଲାଜା ନିକଟରେ ଜାତୀୟ ରାଜପଥରୁ ବରାହଗୋଡ଼ା-ତୋରା ପଟକୁ ଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ(ଆରଡି) ବିଭାଗର ଏକ ବାଇପାସ୍ ରାସ୍ତାରୁ ଟୋଲଟ୍ୟାକ୍ସ ଅସୁଲି କରିବାକୁ ଟୋଲପ୍ଲାଜା କର୍ତ୍ତୃପକ୍ଷ ବାରମ୍ବାର ଉଦ୍ୟମ କରୁଛନ୍ତି। ଆରଡ଼ି…
ଛିଡ଼ା ହୋଇଥିବା ଟ୍ରକ୍କୁ ପିଟିଲା ବାଇକ୍, ଚାଲିଗଲା ଚାଳକଙ୍କ ଜୀବନ
ପାଇକମାଳ, ୨୫।୬(ବଡ ଶତପଥୀ): ବରଗଡ ଜିଲା ପାଇକମାଳରୁ ୬ କିମି ଦୂର ନୂଆପଡା ଯିବା ରାସ୍ତାର କିଙ୍ଗ ହୋଟେଲ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସି ରାସ୍ତା ନିକଟରେ ଛିଡ଼ା ହୋଇଥିବା ଟ୍ରକ(GJ 27 TT 7089)କୁ ଧକ୍କା ଦେବା…
ଥୁଆମୂଳ ରାମପୁର ଜେଏମ୍ଏଫ୍ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟଙ୍କ ଯୋଗଦାନ
ଥୁଆମୂଳ ରାମପୁର, ୨୫ା୬(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍ଏଫ୍ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟ ଭାବରେ ଡ଼. ତରୁଣ କୁମାର ସାହୁ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ଏଠାରେ ମାଜିଷ୍ଟ୍ରେଟ ଥିବା ସୋମେଶ ସୋମ୍ୟାଜିତ ପଣ୍ଡାଙ୍କ ଭୁବନେଶ୍ୱରସ୍ଥିତ…
ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ସମ୍ବିଧାନ ହତ୍ୟା ଦିବସ ପାଳିତ
ଦାରିଙ୍ଗବାଡି, ୨୫ /୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୁଧବାର ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ ବ୍ରାହ୍ମଣୀଗାଁ ଋଷିମାଳ ମହାବିଦ୍ୟାଳୟରେ ମଧ୍ୟ ଏହି ଦିବସ ପାଳନ କରାଯାଇଛି I ଅଧକ୍ଷ…
ଭଞ୍ଜନଗରରେ ଏଡିପିଆର୍ଓଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ (ଏଡିପିଆର୍ଓ) ଗୌରୀ ଶଙ୍କର ଶତପଥୀ ଚଳିତ ମାସରେ ସରକାରୀ ଚାକିରିରୁ ଅବସର ନେବେ। ଏହାପୂର୍ବରୁ ଭଞ୍ଜନଗର ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ…
‘ନିଶା ନୁହେଁ, ଜୀବନକୁ ବାଛ’, ଶୁନ ଦୁର୍ଘଟଣା ଅଭିଯାନରେ ସାମିଲ ହେଲେ …
ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଶୁନ ଦୁର୍ଘଟଣା ଦିବସ ଅଭିଯାନ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଭିଯାନରେ ଶତାଧିକ…
ରୋଷେଇ କରିବା ବେଳେ ଲାଗିଥିଲା ଶାଢ଼ିରେ ନିଆଁ, ଏସ୍ସିବିରେ ଚାଲିଗଲା ଚିକିତ୍ସାଧୀନ ପୂଜାଙ୍କ ଜୀବନ
ଦାରିଙ୍ଗବାଡି, ୨୫।୬ (ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଓଡ଼ିଆ ସାହିରେ ସୋମବାର ସଂନ୍ଧ୍ୟାରେ ଜଣେ ମହିଳା ଶାଢିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଥିଲେ। ମଙ୍ଗଳବାର ଅପରାହ୍ନରେ କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ବ୍ରାହ୍ମଣୀଗାଁ ଥାନା…
ହାତୀ ଘଉଡ଼ାଇବାକୁ ଯାଇଥିଲେ ଗଜସାଥୀ, ଶୁଣ୍ଢରେ କଚାଡ଼ି ଜୀବନ ନେଇଗଲା…
ଛେଣ୍ଡିପଦା,୨୫।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡ଼ା ବନାଞ୍ଚଳର କତଡା ଡ଼ଙ୍ଗାଧର ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ଗଜସାଥୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କତଡ଼ା ଗାଁର ଯୁଗଳ…
ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବହିବ ଝଟ୍କା ପବନ, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ…

