ସରିଛି ନବୀନଙ୍କ ଅସ୍ତ୍ରୋପଚାର: ବିଜେଡିର ବହୁ ନେତା…
ଭୁବନେଶ୍ୱର,୨୪ା୬(ସୁନିତ୍ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଦେଖାକରିବା ଲାଗି ବିଜେଡିର ବହୁ ନେତା ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯାଇଛନ୍ତି। ଆଉ କେତେଜଣ ନେତା ବୁଧବାର ସକାଳୁ ମୁମ୍ବାଇ ଯିବେ ବୋଲି ଜଣାପଡ଼ିଛି। ଏହି ନେତାମାନେ ବୁଧବାର ପୂର୍ବାହ୍ନରେ ନବୀନଙ୍କୁ…
ପୋଲିସ-ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦକୁ ନେଇ ଦିଗପହଣ୍ଡିରେ ଉତ୍ତେଜନା, ବାଦ୍ ପଡ଼ିଲା ପ୍ରଭାବଶାଳୀଙ୍କ ଘର
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଭ୍ରମରପୁର ଗ୍ରାମ ବଡ଼ଦାଣ୍ଡ ଶ୍ରୀମନ୍ଦିରରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ମୁଖ୍ୟ ରାସ୍ତାର ଉଭୟ କଡ଼ରୁ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଗ୍ରାମର କିଛି ପ୍ରଭାବଶାଳୀ ବ୍ୟକ୍ତି ରାସ୍ତା…
ପୁଣି କୋଟିଆକୁ ଜିଲାପାଳ ୱାସନଙ୍କ ଗସ୍ତ : ତଦାରଖ କଲେ ରଥ ନିର୍ମାଣ କାର୍ଯ୍ୟ ବିଦ୍ୟାଳୟ ବ୍ୟବସ୍ଥା…
ପଟ୍ଟାଙ୍ଗି,୨୪।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ପୁଣି ଜିଲାପାଳ ଭି କିର୍ତ୍ତୀ ୱାସନ ଗସ୍ତ କରି ଶିକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ତଦାରଖ କରି ଫେରିଛନ୍ତି । ସୂଚନା ମୁତାବକ, ଆସନ୍ତା…
ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍ବ୍ରାଞ୍ଚ
ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ କରାଯାଇଥିବା…
‘ସମ୍ବିଧାନ ହତ୍ୟା ଦିବସ’ ପାଳନ କରିବା ପାଇଁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୬: ଓଡ଼ିଶା ସରକାର ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକୁ ୨୦୨୫ ମସିହା ଜୁନ ୨୫ ତାରିଖକୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିବସରେ ଛାତ୍ରଛାତ୍ରୀ ଓ…
ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…
ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଏହି ଦଳର ଯୁବ ଓ ଛାତ୍ର ସଂଗଠନ…
ବାଲି ଗାଡ଼ି ଅଟକାଇ ପୋଲିସ ଜିମା ଦେଲେ ଗ୍ରାମବାସୀ
ଧର୍ମଶାଳା,୨୧।୬: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟି ନିକଟ ମାନ୍ତ୍ରିରି ଗାଁ ନିକଟରେ ୩ଟି ବାଲି ବୋଝେଇ ହାଇୱା ଟ୍ରକକୁ ଅଟକାଇ ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ଯାବରା ବାଲି ଘାଟରୁ ଦୈନଦିନ ଶହ ଶହ ଟ୍ରିପ ବାଲି ବୋଝେଇ…
୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ
ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ପକ୍ଷରୁ ଘୋଡ଼ାହାଡ ଡ୍ୟାମ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଘୋଡାହାଡ ଡ଼୍ୟାମ ପର୍ଯ୍ୟଟନସ୍ଥଳୀ ନିକଟରେ ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ…
ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁୁ ‘ଅରଣ୍ୟ ଯୋଗ’ର ଆୟୋଜନ
ବ୍ରାହ୍ମଣୀଗାଁ,୨୧।୬(ମନୋରଞ୍ଜନ ରଣା): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ଅରଣ୍ୟ ଯୋଗର ଆୟୋଜନ କରାଯାଇଥିଲା । ଏହି ଅବସରରେ ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ବନାଞ୍ଚଳ ଅଧିକାରୀ ହରିହର ବେହେରାଙ୍କ ନେତୃତ୍ୱରେ ସ୍ଥାନୀୟ ବନ…
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…
ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା, ଏହି ୨୦ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର…
ସ୍କୁଲ ଶିକ୍ଷା: ଓଡ଼ିଶାର ଉନ୍ନତ ପ୍ରଦର୍ଶନ
ନୂଆଦିଲ୍ଲୀ, ୧୯।୬ (ପି.ଟି.): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ହୋଇଥିବା ୨୦୨୩-୨୪ ପର୍ଫମିଂ ଗ୍ରେଡ୍ ଇଣ୍ଡେକ୍ସ (ପିଜିଆଇ) ଅନୁଯାୟୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ଚଣ୍ଡିଗଡ଼, ପଞ୍ଜାବ, ଦିଲ୍ଲୀ, ଗୁଜରାଟ ଏବଂ ଓଡ଼ିଶା ରହିଛି। ଏହି…

