Tag Archives: odisha

ଆଜି ଆସିବ ମାଟ୍ରିକ, ଯୁକ୍ତ୨ ପରୀକ୍ଷା ଫଳ; ଜାଣନ୍ତୁ କେଉଁଠି ଏବଂ କିଭଳି ଜାଣିବେ ରେଜଲ୍ଟ…

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ।…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

୩ୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ…

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…

ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି ଉପରେ ବର୍ଷିଛନ୍ତି। ଏବେ ଲୋକେ ମୋଦିଙ୍କ ଗ୍ୟାରେଣ୍ଟି ଚାହୁଁଛନ୍ତି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠାରେ…

ବୁଗୁଡ଼ାରେ ଫୁଟିଲା ଗୁଳି: କାଜୁ ତୋଳିବା ବେଳେ ୨ଜଣଙ୍କୁ ଗୁଳିମାଡ଼

ବୁଗୁଡା ୨୫/୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧିନ ପୋକସୁଙ୍ଗା ଗାଁରେ କାଜୁ ବଗିଚାରୁ କାଜୁ ତୋଳିବା ବେଳେ ଫୁଟିଛି ଗୁଳି। ଏହି ଗୁଳିମାଡ଼ରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ରଘୁନାଥ ଜାନି ଓ ଅବକାସ ଜାନି।…

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍‌ରେ ନିଜର ମତ…

କଟକ ଜିଲାର ୬ ନିର୍ବାଚନ ମଣ୍ଡଳୀରେ ମତଦାନ ପାଇଁ  ବୁଥ୍‌ ପ୍ରସ୍ତୁତ: ଭୋଟରଙ୍କ ଆଗମନକୁ ଅପେକ୍ଷା

କଟକ,୨୪ା୫ (କାର୍ତ୍ତିକ ସାହୁ): ଏକକାଳୀନ ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ମେ ୨୫ ତାରିଖ ଶନିବାର ମତଦାନ ଅନୁଷ୍ଠିତ ହେବ। ଜିଲାର ବଡ଼ମ୍ବା, ବାଙ୍କି, ଆଠଗଡ଼, କଟକ ଚୌଦ୍ୱାର, କଟକ ବାରବାଟୀ ଓ କଟକ…

ଭୋଟରଙ୍କୁ କଂଗ୍ରେସ ଦେଉଛି ଏସବୁ ପ୍ରତିଶ୍ରୁତି

ମୋରଡ଼ା,୨୪ା୫(ସ୍ମାରକ ମାଜୀ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛିଦିନ ବାକି ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ଜାତୀୟ କଂଗ୍ରେସର ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ର ଗୋଟିଏ ପରେ ଗୋଟିଏ କାର୍ଯ୍ୟକ୍ରମ କରି ଚାଲିଛନ୍ତି। ମହାପାତ୍ର ପ୍ରତି ପଞ୍ଚାୟତର ପ୍ରତିଟି…

୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା…

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri