Tag Archives: odisha

BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍‌ ସଂଘ

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍‌…

ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି, ଭୁବନେଶ୍ୱରରେ ବିଶାଳ ସମାବେଶ

ଭୁବନେଶ୍ୱର,୧।୭: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ କଂଗ୍ରେସ (AICC)ର ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ଏହି ସୂଚନା ଦେଇଛନ୍ତି…

ଓଡ଼ିଶା ଷ୍ଟେଟ୍‌ ଓପନ୍‌ ସୁଟିଂ ଚାମ୍ପିଅନଶିପ୍‌: କଳାହାଣ୍ଡିର ପୁଅ ବିଶ୍ୱଜିତଙ୍କ କମାଲ୍‌, ଜିତିଲେ ସ୍ବର୍ଣ୍ଣ ସହ…

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ୨ ଦିନ ଧରି ଚାଲିଥିବା ଦ୍ୱିତୀୟ ଓଡ଼ିଶା ଷ୍ଟେଟ ଓପନ୍‌ ସୁଟିଂ ଚାମ୍ପିଅନ୍‌ଶିପରେ କମାଲ ଦେଖାଇଛନ୍ତି କଳାହାଣ୍ଡିର ପୁଅ ବିଶ୍ୱଜିତ ପାତ୍ର। ଓଡିଶା ରାଇଫଲ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଳାହାଣ୍ଡି ଜିଲା…

ରିଷିଡ଼ାରେ ମନମୋହୁଛି ମହାପ୍ରଭୁ ଜଗନ୍ନାଥଙ୍କ ଦଶାବତାର: ନରସିଂହ ବେଶ ଦେଖିବାକୁ ପ୍ରବଳ ଭିଡ

ରିଷିଡା, ୧।୭( ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ମାଉସୀ ମା’ ମନ୍ଦିରରେ ମଙ୍ଗଳବାର ଚତୁର୍ଥ ଦିବସରେ ଶ୍ରୀ ଜଗନ୍ନାଥ ନରସିଂହ ଅବତାର ବେଶରେ ସଜେଇ ହୋଇଛନ୍ତି। ଏହି ଅବତାରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ…

ଗଞ୍ଜାମରେ ପୁଣି ଚାଞ୍ଚଲ୍ୟ: ଗେଷ୍ଟ ହାଉସ୍‌କୁ ପ୍ରେମିକାଙ୍କୁ ଆଣିି ଛୁରୀ ଭୂଷି ହତ୍ୟା, ଥାନାରେ ଆତ୍ମସମର୍ପଣ କରି…

ବ୍ରହ୍ମପୁର, ୧।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଜାତୀୟସ୍ତରରେ ନିନ୍ଦା କରାଯାଉଛି। ନାବାଳିକା ବଳାତ୍କାର ଘଟଣା ଦିନକୁ ଦିନ ବଢୁଛି। ସେହି ଅନୁପାତରେ ଗତ ୪ ଦିନ ମଧ୍ୟରେ…

‘ଆଦାନୀଙ୍କ ଇଚ୍ଛା ଅନୁସାରେ ଘୁଞ୍ଚିଲା ରଥଟଣା’

ଭୁବନେଶ୍ୱର,୨୮ା୬(ସୁନିତ୍‌ ମିଶ୍ର): ଚଳିତ ବର୍ଷ ତ୍ରୁଟି ଶୂନ୍ୟ ଓ ସ୍ମରଣୀୟ ରଥଯାତ୍ରା ହେବ ଏବଂ ଏକ ଦିବ୍ୟ ଅନୁଭୂତି ନେଇ ଭକ୍ତମାନେ ଫେରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ କିନ୍ତୁ ଅବ୍ୟବସ୍ଥିତ ଓ ମହାବିଭ୍ରାଟରେ ରଥଯାତ୍ରା ସମ୍ପନ୍ନ ହେଲା। ଦୋଷ ଏବଂ ତ୍ରୁଟି…

୨ ଲଘୁଚାପ ସକ୍ରିୟ: ୪ ଯାଏ ପ୍ରବଳ ବର୍ଷା, ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା)- ଗୁଜରାଟର ସୌରାଷ୍ଟ୍ର ଓ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତରପୂର୍ବ ଆରବସାଗର ଅଞ୍ଚଳରେ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ରବିବାର ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି…

ଦିଗପହଣ୍ଡିରେ ବାସି ଗୁଣ୍ଡିଚା ଯାତ୍ରା ପରମ୍ପରା: ରଥ ଟାଣିଲେ ସହସ୍ରାଧିକ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅନେକ ବର୍ଷ ପୂର୍ବରୁ ଚାଲି ଆସିଥିବା ବାସି ଗୁଣ୍ଡିଚା ଯାତ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ଶନିବାର ଅପରାହ୍ନ ୪ଟା ୪୫ ମିନିଟରେ ରଥଟଣା ଆରମ୍ଭ ହୋଇଥିଲା। ପାଗ ଅନୁକୂଳ ରହିଥିବା ଯୋଗୁଁ…

କୋଟିଆରେ ରଥଯାତ୍ରା: ହଜାର ହଜାର ଭକ୍ତଙ୍କ ଗ୍ରହଣରେ ୪ ମନ୍ତ୍ରୀଙ୍କ ସହ ରଥ ଟାଣିଲେ ଉପମୁଖ୍ୟମନ୍ତ୍ରୀ

କୋରାପୁଟ/ପଟ୍ଟାଙ୍ଗି,୨୮ା୬(ଅମିତାଭ ବେହେରା/ଶରତ କୁମାର ଧଳ)-ପୁରୀରେ ରୀତିନୀତି ଅନୁଯାୟୀ ୩ ଠାକୁରଙ୍କ ରଥଯାତ୍ରା ପାଳନ ହୋଇଥିବା ବେଳେ ଏହାର ଗୋଟିଏ ଦିନ ପରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତରେ ରଥଟଣା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ…

‘୫୦୦ ଟଙ୍କା ନେଇ କାହା ସହ ବୁଲି ଯାଇଥିଲୁ?’ ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ

ରାଉରକେଲା,୨୮।୬(ସଂଗୀତା ଜେନା): ଦକ୍ଷିଣ ରାଉରକେଲା ଜଳଦା “ଏ” ବ୍ଲକ ଅନ୍ତର୍ଗତ ଫେଟ୍‌ କଲ୍‌ ଛକ ସ୍ଥିତ ହାଟିନଟୋଲା ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚରିତ୍ରକୁ ସନ୍ଦେହ ସହ ମାତ୍ର ୫ଶହ ଟଙ୍କା ପାଇଁ ସ୍ତ୍ରୀଙ୍କ ଜୀବନ ନେଇଯାଇଛନ୍ତି। ମୃତକ ହେଲେ…

ରଥ ଚକା ମାଡ଼ିଗଲା, ଭଂଜନଗରରେ ମହିଳା ଗୁରୁତର

ଭଞ୍ଜନଗର,୨୭।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ରଥ ସାହିରେ ପାଳିତ ହେଉଥିବା ରଥଯାତ୍ରାରେ ରଥ ଟାଣିବା ସମୟରେ ଶୁକ୍ରବାର ରାତି ପ୍ରାୟ ୯ ଟା ସମୟରେ ଅଘଟଣ ଘଟିଛି। ରଥ ଚକା ମାଡିଯିବାରୁ ଜଣେ ମହିଳାଙ୍କ ପାଦରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ…

୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ,ଶୁକ୍ରବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ…

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖ ସକାଳ ୧୦ଟା ୩୦ରୁ ୟୁନିଟ୍‌-୨ ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?