ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍ ହେବେ ଚିଟ୍ଫଣ୍ଡକାରୀ
ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…
”ନବୀନ ବାବୁ ଆଉ ଆସିବାର ନାହିଁ”: ଅମିତ ଶାହା
ସୋରଡ଼ା,୧୫ା୫: ବୁଧବାର ଓଡିଶା ଗସ୍ତରେ ଆସି ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଓଡ଼ିଶାରେ ଚାଷୀ ବିକ୍ରି କରୁଥିବା ଧାନର ଦରଠାରୁ ଆରମ୍ଭ କରି କେନ୍ଦ୍ର ସରକାର ଦେଉଥିବା…
ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ
ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଜନବିରୋଧୀ…
ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…
ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍ଦାର୍ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍କେଓ୍ବାଇ , ମିଶନ ଶକ୍ତି, ଲକ୍ଷ୍ମୀ ବସ୍, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ ଛାତ୍ରବୃତ୍ତି…
ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ
ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍ରୁମ୍ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ ଓ…
ସ୍ତ୍ରୀଙ୍କୁ ହତ୍ୟା କରି ବସ୍ତାରେ ପୁରାଇ ରଖିଥିଲେ ସ୍ବାମୀ, ଝିଅ ଖୋଜିବା ପରେ…
କେନ୍ଦୁଝର,୧୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ)- କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ଷଡ଼ଙ୍ଗୀ ଗ୍ରାମରେ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ବସ୍ତାରେ ପୂରାଇ ଘରେ ଲୁଚାଇ ରଖିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗ୍ରାମବାସୀ ଅଭିଯୁକ୍ତଙ୍କୁୁ ଧରି ପୋଲିସ ଜିମା ଦେଇଛନ୍ତି। ପୋଲିସ ମୃତଦେହ…
ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ
ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ସୋମବାର ରାତିରେ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।…
ମାଓବାଦୀ ପ୍ରବଣ ଅଞ୍ଚଳରେ ମତ ସାବ୍ୟସ୍ତ କଲେ ଭୋଟର, ବୁଥ୍ ଉପରେ ତୀକ୍ଷ୍ଣ ନଜର
ଲାଞ୍ଜିଗଡ଼,୧୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତିଶୃଙ୍ଖଳା ସହ ଆରମ୍ଭ ହୋଇଥିବା ବେଳେ ମାଓବାଦୀ ପ୍ରବଣ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି ଦୁଇଟି…
କଳାହାଣ୍ଡିରେ ଚାଲିଛି ଭୋଟ୍ ଗ୍ରହଣ
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…
ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ
ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା…
୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…
Archives


