ଦର୍ଶକଙ୍କୁ ବିଭୋର କଲା ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’
ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉପଲକ୍ଷେ ଆୟୋଜିତ ଆଧ୍ୟାତ୍ମିକ ମହୋତ୍ସବ ରେ ହସ କାନ୍ଦଭରା ଶ୍ରେଷ୍ଠ ସାମାଜିକ ନାଟକ ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’ ଅପେରା…
ଦିଗପହଣ୍ଡିରେ ସ୍ନାନ ପୂର୍ଣ୍ଣିମା, ଗଜାନନ ବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼
ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବିଜେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ରଙ୍କ ସମେତ ସାନଦାଣ୍ଡ ସାହି ସ୍ଥିତ ଶ୍ରୀ ଦଧିବାମନ ଜଗନ୍ନାଥ , ରାଣିସାହି ଛକରେ ବିଜେ ଶ୍ରୀପତିତପାବନ ଜଗନ୍ନାଥ…
ବଟି ମାଗୁଥିଲେ, ନ ଦେବାରୁ ମା’-ପୁଅଙ୍କୁ ପନିକିରେ ହାଣିଲେ
ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସାନରେଡିକା ସାହିର ରଞ୍ଜନ ପାଢ଼ୀ ଏବଂ ତାଙ୍କ ମା ନର୍ମଦା ପାଢ଼ୀଙ୍କୁ ଏସ.ରାଜୀବ ରେଡ୍ଡୀ ପନିକିରେ ହାଣି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଏତଲା ହେବାପରେ…
ବ୍ରାହ୍ମଣୀଗାଁକୁ ବ୍ଲକ ଗଠନ ଦାବି ଜୋର ଧରିଲା
ଦାରିଙ୍ଗବାଡି, ୧୧।୬ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଛି। ଏନେଇ ବୁଧବାର ବ୍ରାହ୍ମଣୀଗାଁ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ଆଞ୍ଚଳିକ ବ୍ଲକ ଗଠନ ଅଭିଯାନ ଏବଂ…
‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ଏବଂ ସିଦ୍ଧେଶ୍ୱର ଗ୍ରାମ ଗଣିଆ ନାଳ ଛକ ଠାରେ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ଆମ ସଂକଳ୍ପ ନିଶା ନୁହେଁ ଜୀବନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପାଲା…
ଭୋଜି ଖାଇବାକୁ ଯାଇଥିଲେ, ଫେରିବା ବାଟରେ ବାଇକ୍ ସହ ମୁହାଁମୁହିଁ; ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର
ମୋହନା୧୦ା୬(ମନ୍ମଥ ମିଶ୍ର)-ବନ୍ଧାଗୁଡା ଗ୍ରାମକୁ ଏକ ଭୋଜି ଖାଇବାକୁ ଯାଇ ଫେରୁଥିବା ବେଳେ ଏକ ବାଇକ୍ ଧକ୍କାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଯୁବକ ଫେରାର ହୋଇଯାଇଛନ୍ତି। ଖବରରୁ ଜଣାପଡିଛି , ଏଣ୍ଡ୍ରିମା ଗ୍ରାମର ଭୀମ…
ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ମଙ୍ଗଳବାର ଦୀପକ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା ନଂ.୨୦୧/୨୫…
ବ୍ରହ୍ମପୁର-ଫୁଲବାଣୀ ମଧ୍ୟରେ ରେଳ ଲାଇନ୍ ଦାବି: ଆଜି ପ୍ରସ୍ତୁତି ବୈଠକ, ୧୩ରେ ଭଞ୍ଜନଗରରେ ଶୋଭାଯାତ୍ରା
ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)- ଦକ୍ଷିଣ ଓଡ଼ିଶା ରେଳ ଏବଂ ଉନ୍ନୟନ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବ୍ରହ୍ମପୁର ଫୁଲବାଣୀ ରେଳ ଲାଇନ ଦାବି ନେଇ ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଏବଂ ଶୋଭାଯାତ୍ରା କରାଯାଉଛି। ଏନେଇ ଏକ…
ଶେଷରେ ବଦଳିଲେ ଦାରିଙ୍ଗବାଡ଼ି ଅତିରିକ୍ତ ତହସିଲଦାର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ…
ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରୁ ଅତିରିକ୍ତ ତହସିଲଦାର ନମିତା ପ୍ରଧାନଙ୍କ ବଦଳି ହୋଇଛି। ରାଜ୍ୟସରକାର ତାଙ୍କୁ ନବରଙ୍ଗପୁର ସଦରକୁ ଅତିରିକ୍ତ ତହସିଲଦାର ଭାବେ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ସରକାର ଦୁଃଶାସନ ସ୍ବାଇଁଙ୍କୁ…
ଛିଡ଼ିଲା ଦଉଡ଼ି, ଛେଳି ପାଇଁ ୩ ଘଣ୍ଟା ଧରି କୂଅରେ ଫସି ରହିଲେ, ଉଦ୍ଧାର ପରେ ସଂଘର୍ଷ କାହାଣୀ କହିଲେ ଲୁଦି…
ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଶିବ ମନ୍ଦିରର କୂଅରେ ଏକ ଛେଳି ପଡିଯାଇଥିଲା। ପରେ ତାକୁ ଉଦ୍ଧାର କରିବାକୁ ଯାଇ ୩ ଘଣ୍ଟା ଧରି ଉକ୍ତ କୂଅରେ ଜଣେ ଯୁବକ ଫସିଯାଇଥିଲେ। ତାଙ୍କୁ…
ବଡ଼ ହୃଦୟ ଦେଖାଇଲେ ମୁଖ୍ୟମନ୍ତ୍ରୀ: ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି
ଭୁବନେଶ୍ୱର,୯।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡିକରେ…
ଭୁବନେଶ୍ୱରରେ ୩୦ ଜିଲା ପାଇଁ ପୃଥକ ଅତିଥି ଭବନ ନିର୍ମାଣ କରିବେ ସରକାର, ଉପକୃତ ହେବେ ଲୋକେ
ଭୁବନେଶ୍ୱର, ୮ା୬: ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ରାଜ୍ୟ ସରକାର ଭୁବନେଶ୍ୱରରେ ୩୦ଟି ଅତିଥି ଭବନ ନିର୍ମାଣ କରିବ। ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହା ପ୍ରକାଶ କରିଛନ୍ତି। ରାଜ୍ୟ…

