Tag Archives: odisha

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ ନନ୍ଦିପଦା ଥାନା ଜଳକଳଙ୍ଗ ଗ୍ରାମରେ କେନ୍ଦୁଝର ଜିଲାର ସ୍ବତନ୍ତ୍ର ପୋଲିସ ସ୍କ୍ବାର୍ଡ ଚଢାଉ…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର ଗ୍ରାମର ଶଙ୍କର ରାଉତରାୟ(୪୫)। ସୂଚନାଅନୁସାରେ, ସେ ବହୁଦିନ ଧରି ବାହାର ରାଜ୍ୟରେ ରହୁଥିଲେ।…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଏହା ପୂର୍ବରୁ ଏଭଳି ରାଜନୈତିକ ହିଂସା ଦେଖାଯାଇଛି। ସମିତିସଭ୍ୟଙ୍କ ଘରେ ପଶି ତାଙ୍କୁ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ ଦାସ (୭୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଗୁରୁବାର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ୍‌ସ କ୍ୟାମ୍ପରର ଦ୍ୱିତୀୟ ଦିବସର ଅପରାହ୍ନରେ ଭିନ୍ନ ଏକ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ସେପଟେ ଯାତ୍ରା ମାଲିକ ନାଣ୍ଡୁ ବାବୁଙ୍କ ନାଁରେ ଏଫଆଇଆର ଆଣିଛନ୍ତି ସାଇଙ୍କ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ବର…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା ବୃହସ୍ପତି ମାସ ସାରା ମିଥୁନରେ ରହିବେ। ଆପଣଙ୍କ ଏକାଦଶ ଘରର କର୍ତ୍ତା ମଙ୍ଗଳ…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri