ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…
କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ଶନିବାର ସକାଳୁ ଗାଁ ନିକଟସ୍ଥ…
ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ କେ. ନୂଆଗାଁ ପୋଲିସ ଶନିବାର ଚାନ୍ଦପୁର ପଞ୍ଚାୟତ ପତ୍ରଚୁଡ଼ି ଗ୍ରାମର…
Mettle Meet 2026: ସିନିୟର୍ ଫାଇନାଲ୍ରେ ୮ ଟିମ୍, ଆସନ୍ତାକାଲି ବଡ଼ ଟକ୍କର
ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…
Mettle Meet 2026: Live Updates: ଆରମ୍ଭ ହେଲା କୁଇଜ ମହାକୁମ୍ଭ
ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ୍’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ ହେଉଛି। ପିଲାଙ୍କ ମଧ୍ୟରେ ଚାପ ବୃଦ୍ଧି ପାଉଛି। କିଏ ଉପରକୁ ଉଠିବ? କିଏ…
ଆଜିଠାରୁ ‘ମେଟଲ ମିଟ୍’ କୁଇଜ୍ ମହାକୁମ୍ଭ
ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍ ମହାକୁମ୍ଭ ‘ମେଟଲ ମିଟ୍’ର ଦଶମ ସଂସ୍କରଣ ଶନିବାର ଉଦ୍ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମଦିନ ପ୍ରିଲିମ୍ସ ହେବାକୁ…
୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର…
ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ (ମୋଟ୍ ୬ ଘଣ୍ଟା) ବରଗଡ଼ ସହରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସେବା…
ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ
ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ ଦୁଇ ପରିବାର ମଧ୍ୟରେ ଉଗ୍ର ଗୋଷ୍ଠୀ ସଂଘର୍ଷ ଘଟିଛି। ମାରଣାସ୍ତ୍ର ଧରି ପରସ୍ପରକୁ…
କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…
ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଗ୍ରାମବାସୀମାନେ ଜଙ୍ଗଲରେ ହାତୀ ଛୁଆଟି ପଡ଼ିଥିବା ଦେଖିବା ପରେ ତୁରନ୍ତ ବନ…
“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…
ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ ନେତୃବୃନ୍ଦ ଯୋଗଦେଇ ସ୍ଥାନୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ସଂଗଠନକୁ ମଜଭୁତ କରିବା ପାଇଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…
ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍ଆଇଭି-ଏଡ୍ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…
ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍ଆଇଭି (HIV), ଏଡ୍ସ୍ ଏବଂ ଯକ୍ଷ୍ମା (TB) ରୋଗ ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ‘ବନ୍ଦେ ଉତ୍କଳ ଜନନୀ’…
ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚାଳଛପର ଘରେ ରହୁଥିବା ଗରୀବ ଲୋକେ ନାକେଦମ ହେଉଛନ୍ତି। ଏହି କ୍ରମରେ…

