Tag Archives: odisha

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର…

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଗୁରୁବାର ଦିନ ସାଢ଼େ ୧୧ଟାରେ…

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର ପାଇଁ…

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫…

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା ବିକ୍ରମ…

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର ସହ…

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪ କ୍ୟାରେଟ୍‌ ସୁନା ୭୪ ହଜାରରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ସେହିପରି ୨୨ କ୍ୟାରେଟ…

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ…

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା; ଏହିସବୁ ଜିଲାକୁ ହିଟ୍‌ଓ୍ବେଭ୍‌ ୱାର୍ନିଂ

ଭୁବନେଶ୍ୱର,୧୪।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ଜିଲାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ନିଜୁଲି ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି। ଏହା ବ୍ୟତୀତ ଆସନ୍ତା…

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri