Tag Archives: odisha

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍‌ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ସତର୍କ ଏବଂ ସଚେତନତା ସୂଚନା ଜାରି କରାଯାଇଛି। ଅଞ୍ଚଳରେ ଆଇନ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ମାନ୍ୟବର…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସାଗର ଘଡ଼େଇ ଏବଂ ତାଙ୍କ ପୁଅ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ ହେଲା ପ୍ରଶାସନ ପକ୍ଷରୁ ସେଥିରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଫଳରେ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ ନ ଥିବାରୁ ଗ୍ରାମବାସୀଙ୍କୁ କିଭଳି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା ବଜାରରେ ଚଢ଼ା ଦରରେ ସାର ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ଏହି ସମସ୍ୟାକୁ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି ଦିନ ହେବ ପାଇପ୍ ଯୋଗେ ଗୋଳିଆ ପାଣି ଆସୁଥିଲା। ଏନେଇ ସ୍ଥାନୀୟ ଲୋକେ…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ଧାନ, ମକା, ଅଦା ଓ ହଳଦୀ ଆଦି ଫସଲ ନଷ୍ଟ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ ପରିବାରର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଦାବିରେ ମଙ୍ଗଳବାର ପରିବାରବର୍ଗ ଥୁଆମୂଳ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ ମହାନ୍ତ ମଙ୍ଗଳବାର ସାଧାରଣରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ ଅବସରରେ ମହାବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?