Tag Archives: odisha

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ। ଏଥିଲାଗି ସେମାନେ ଥୁଆମୂଳ ରାମପୁର ଥାନା…

୩ ବିଦ୍ୟାଳୟକୁ ସମ୍ମାନିତ କଲେ ଗୋଷ୍ଠୀ ଶିକ୍ଷାଧିକାରୀ

ଜି.ଉଦୟଗିରି,୮ା୪ (ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଠାରେ ନୂଆ ବିଦ୍ୟାର୍ଥୀ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ପାଇଁ ଶିକ୍ଷା ସଚେତନତା ରଥ ଭ୍ରମଣର କାର୍ଯ୍ୟକ୍ରମ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ…

ଦୁଇଦିନରେ ସରିବ ଖାତା ଦେଖା; ଜାଣନ୍ତୁ କେଉଁଦିନ ବାହାରିବ ମାଟ୍ରିକ୍ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ।…

ସୋମବାର ଭୁବନେଶ୍ୱରରେ ଆୟୋଜନ ହେବ ଯୋଗ ମହୋତ୍ସବ-୨୦୨୫; ଜାଣନ୍ତୁ ସ୍ଥାନ, ସମୟ

ଭୁବନେଶ୍ୱର,୬ା୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏପ୍ରିଲ ୭ (ସୋମବାର) ରାଜଧାନୀ ଭୁବନେଶ୍ୱରରେ ଯୋଗ ମହୋତ୍ସବ-୨୦୨୫ ଆୟୋଜନ ହେବ। ଆୟୁଷ ମନ୍ତ୍ରଣାଳୟ ଏବଂ ମୋରାଜୀ ଦେଶାଇ ଜାତୀୟ ଯୋଗ ପ୍ରତିଷ୍ଠାନ ମିଳିତ ଭାବରେ ସକାଳ ୬.୩୦ ରୁ ସକାଳ ୮ ପର୍ଯ୍ୟନ୍ତ…

୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ…

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି କ୍ରମରେ ଶନିବାର ସାଂରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭଞ୍ଜନଗର ବ୍ଲକ…

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ…

‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’

ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍‌ ବିଲ୍‌କୁ ନେଇ ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ ଅନ୍ୟ ନେତାମାନେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି। ଅପରପକ୍ଷେ ଭାଜପା ନେତାମାନେ ମୁଖିଆ…

ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ସରକାର, ସମୂହ ଛୁଟିରେ ଗଲେ ବେଗୁନିଆପଡ଼ାବ୍ଲକ ଯୋଗାଣ ସହାୟକ

ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର ସମସ୍ତ ଯୋଗାଣ ସହାୟକ ଛୁଟିରେ ଯାଇଛନ୍ତି। ଏହା ପରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ ବାଧାପ୍ରାପ୍ତ…

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଲାଗି ଅଙ୍କ ଛିଡ଼ୁ ନ…

ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ 

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି…

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୬୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?