Tag Archives: odisha

କଟକ ମେୟରଙ୍କୁ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ସମୟ ପାଖେଇ ଆସୁଥିବାବେଳେ ସମସ୍ତ ଦଳରେ ଅଙ୍କ କଷା ଜାରି ରହିଛି। ଆଶାୟୀଙ୍କ ତାଲିକା ଲମ୍ବା ରହିଛି ସତ ହେଲେ ଦଳ କାହାକୁ ଟିକେଟ ଦେବ ସେ ନେଇ ଏବେ ନାନା କଳ୍ପନା ଜଳ୍ପନା ଚାଲିଛି। ନିର୍ବାଚନକୁ…

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଏହି ଆସନରୁ କ୍ରମାଗତ ୩ ଥର ବିଧାୟକ ନିର୍ବାଚିତ ହୋଇଆସୁଛନ୍ତି।…

‘ଏକାକୀ ଲଢ଼ିଲେ ସରକାର ଗଢ଼ିବା ଭଳି ଲଢ଼ିବୁ’

ଭୁବନେଶ୍ୱର,୨୧ା୩(ଅନିଲ ଦାସ): ରାଜ୍ୟରେ ସମ୍ଭାବ୍ୟ ବିଜେଡି-ଭାଜପା ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରିରହିଛି। ଉଭୟ ଦଳ ଏ ନେଇ ସ୍ପଷ୍ଟ କରୁ ନ ଥିଲେ ମଧ୍ୟ ଆଗାମୀ ଦିନରେ ମେଣ୍ଟ ହେବାକୁ ଯାଉଥିବା କିଛିମାତ୍ରାରେ ସ୍ପଷ୍ଟ ହେବାରେ ଲାଗିଛି । ବିଜେଡିର ବରିଷ୍ଠ…

ଜାଣନ୍ତୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ କେଉଁ ବିଧାୟିକା/ବିଧାୟକଙ୍କର କେତେ ସମ୍ପତ୍ତି

ଭୁବନେଶ୍ୱର,୨୦ା୩: ଆସୋସିଏଶନ ଫର୍‌ ଡେମୋକ୍ରେଟିକ୍ସ ରିଫର୍ମସ (ଏଡିଆର) ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମୁଖ୍ୟମନ୍ତ୍ରୀ ଏବଂ କେଉଁ ବିଧାୟକଙ୍କର କେତେ ସମ୍ପତ୍ତି ରହିଛି ତା’ର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋଟ୍‌ ସମ୍ପତ୍ତିର ମୂଲ୍ୟ ୬୩ କୋଟି…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୨୨ରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା

ଭୁବନେଶ୍ୱର, ୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ବାୟୁ ମଣ୍ଡଳର ମଧ୍ୟଭାଗ ଓ ଉପରଭାଗ ମଧ୍ୟରେ ଏକ ନିମ୍ନ ଚାପରେଖା ସୃଷ୍ଟି…

ଦିଲ୍ଲୀରେ ଭାଜପା ନେତାଙ୍କ ଡେରା, ପ୍ରାର୍ଥୀ ତାଲିକା ଉପରେ ରାଜ୍ୟବାସୀଙ୍କ ନଜର

ଭୁବନେଶ୍ୱର, ୧୯।୩(ସୁନିତ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂର ହେଉନାହିଁ।…

ବିଜୟ ଅମୃତ କୁଲାଙ୍ଗେ ହେଲେ ଓମ୍‌ଫେଡ୍‌ ଏମ୍‌ଡି

ଭୁବନେଶ୍ୱର,୧୯ା୩(ଅନିଲ ଦାସ): ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ…

ଭୟମୁକ୍ତ ଓଡ଼ିଶା ଜଙ୍ଗଲ, ଦୁଇ ଜାଆଁଳା ଛୁଆଙ୍କୁ ଧରି ଘୁରି ବୁଲୁଛି କଲରାପତରିଆ ବାଘୁଣୀ

ଭୁବନେଶ୍ୱର,୧୮।୩: ପୁଣିଥରେ କ୍ୟାମେରାରେ କଏଦ ହେଲା କଳା କଲରାପତରିଆ। ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆର ଦୃଶ୍ୟ ବି କଏଦ ହୋଇଛି। କଲରାପତରିଆ ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା ବେଳେ…

ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ

ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍‌ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ JMFC…

ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା

ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି ଚାଲି…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri