ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା ନୂତନ ଶିକ୍ଷାନୀତି ଆରମ୍ଭ ହୋଇଛି। ଶିଶୁବାଟିକାରେ କୁନିକୁନି ପିଲାମାନେ ନାମ ଲେଖାଇବାକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାକ୍ଷରିତ…
ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ
ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ ବୋଲି…
ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା
ଭୁବନେଶ୍ୱର, ୧ା୪: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଏକ ଐତିହାସିକ ଘଟଣା ଯାହା ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ସମ୍ପନ୍ନ ହୋଇଥିଲା। ଏହା ଭାରତର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଗଠନ ଭାବେ ଚିହ୍ନିତ ହୋଇଥିଲା। ଏହି ସଫଳତା ପଛରେ ଅନେକ…
ପଦବୀ ପୂରଣ ହେଉନି, କେନ୍ଦ୍ରରୁ ଫେରୁନାହାନ୍ତି: ଓଡ଼ିଶାରେ ୩୬% ଆଇଏଏସ୍, ୪୮% ଆଇପିଏସ୍ ଅଫିସର ପଦବୀ ଖାଲି
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍)ଠାରୁ ଆରମ୍ଭ କରି ଭାରତୀୟ ବନ ସେବା (ଆଇଏଫ୍ଏସ୍), ଓଡ଼ିଶା ପ୍ରଶାସନିକ ସେବା…
ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଡ. ସନ୍ତୋଷ କୁମାର…
ଉଠାଜଳସେଚନ ପ୍ରକଳ୍ପ ଉଦ୍ଘାଟିତ
ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ ଥିବା ଶ୍ରୀକୃଷ୍ଣପାଣି ପଞ୍ଚାୟତ ପକ୍ଷରୁ ଏକ ଉଠାଜଳସେଚନ ପ୍ରକଳ୍ପ ଉଦଘାଟିତ…
Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…
ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ…
ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର
ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜାମୁଡିହା ପଞ୍ଚାୟତ ବେଢାସାହି ଗ୍ରାମର ଦାସ ମାଝୀ (୫୬)।…
କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି। କେନ୍ଦୁଝର ସଦର…
ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ
ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପଦାଙ୍କ ଅନୁସରଣ କରିଛନ୍ତି ତାଙ୍କ ଝିଅ ଶୁଭଶ୍ରୀ…
ବଦଳିଲା ଅନେକ ଟ୍ରେନ୍ର ଗତିପଥ
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…
ଓଡ଼ିଶାରେ ୫୦ ବର୍ଷ ଯାଏଁ ରହିବ ଭାଜପା ସରକାର: ହିମନ୍ତ
ଭୁବନେଶ୍ୱର, ୨୮ା୩(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍, ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନରେ ମୋହନ…

