Tag Archives: odisha

ପିସିସିଏଫ୍‌ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର

ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା ୨କୁ ମିଶାଇ ମୋଟ ୭ କୁମ୍ଭୀରକୁ ମୁକ୍ତ କରାଯାଇଛି। ଏହି ଅବସରରେ ରାଜ୍ୟ ମୁଖ୍ୟ…

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର…

ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୧୬.୪: କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଲକ୍ଷପତି ଦିଦି ଯୋଜନା ଅଧୀନରେ ଓଡ଼ିଶା ଭାରତରେ ଶୀର୍ଷ ସ୍ଥାନ ହାସଲ କରିଛି। ଯାହା ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ମାଧ୍ୟମରେ ବାର୍ଷିକ ୧ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ରୋଜଗାର କରିବାର…

ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା ଜାଣି…

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ…

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ…

ନୌସେନା କର୍ମଚାରୀଙ୍କ ଶ୍ରାଦ୍ଧବାର୍ଷିକୀରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ମୃତିଚାରଣ କଲେ ଯୁବଗୋଷ୍ଠୀ

ବେଲଗୁଣ୍ଠା,୧୬।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗୋବରା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ନୌସେନା କର୍ମଚାରୀ ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଗୌଡ଼ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ଗ୍ରାମର ଯୁବଗୋଷ୍ଠୀ କ୍ୟାଣ୍ଡେଲ ଶୋଭାଯାତ୍ରାରେ ଗ୍ରାମ…

କୋକଲୁଣ୍ଡା ରଙ୍ଗମଞ୍ଚରେ କଳାକାରଙ୍କୁ ସମ୍ବର୍ଦ୍ଧନା, ପ୍ରଶଂସା ସାଉଁଟିଲା ‘କିଏ କାନ୍ଦି ନାହଁ ହାତ ଟେକ’

ବେଲଗୁଣ୍ଠା,୧୬।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ ଏହାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହା ଭିନ୍ନ ଭିନ୍ନ ସମୟରେ ଆରମ୍ଭ ହୋଇଥିଲେ ମଧ୍ୟ ମାସନ୍ତ ମେରୁ ଓ ସଂକ୍ରାନ୍ତି ମେରୁ ଦୁଇଟି ପ୍ରଯ୍ୟାୟରେ ସମାପନ ହୋଇଥାଏ ।…

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ ମହୁମାଛି ସେବାଶ୍ରମ ପରିସର ମଧ୍ୟରେ ଘୁରି ବୁଲୁଥିବା ଦେଖାଯାଇଛି। ଘଟଣା ଘଟିବା ଦିନ ବିଳମ୍ବିତ…

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ…

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି। ଏହି ଗାଁର ଜଣେ ମହିଳା କିଛି ଦିନ ତଳେ ବଲାଙ୍ଗୀର ଭୀମଭୋଇ…

କେରଳରେ ବସ୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି ଗ୍ରାମ ହରିଜନ ସାହିର ରସାନ୍ତ କୁମାର ମାଳି। ରସାନ୍ତ ୨ବର୍ଷ ତଳେ କେରଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?