Tag Archives: odisha

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ ଡକାୟତଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ଏକ ୟୁଏସଏ ତିଆରି ମାଉଜର, ଜୀବନ୍ତ…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ନବୋଦୟ ବିଦ୍ୟାଳୟ…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା ଆଲୋଚନା ହେଉଛି। ନାଗରିକର ପ୍ରିଭେସି ବା ଅନ୍ତରଙ୍ଗ ତଥ୍ୟ ଆଦାନପ୍ରଦାନରେ ସୁରକ୍ଷା ରହିବା…

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର ୨୦୨୬” ହଜାର ହଜାର ଲୋକଙ୍କ ଉପସ୍ଥିତି ସହ ବର୍ଣ୍ଣାଢ୍ୟ ପରିବେଶରେ ଉଦଘାଟିତ…

ଆହୁରି ୫ଦିନ କୁହୁଡ଼ି

ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍‌ ଭାବେ ଦେଖାଯାଉନାହିଁ। ଗାଡ଼ି ମୋଟର ଯାତାୟାତ ମଧ୍ୟ ବାଧାପ୍ରାପ୍ତ ହେଉଛି। ତେବେ ଏଭଳି ସ୍ଥିତି…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର ସୀମାନ୍ତବାସୀ ହଇରାଣ ହେଉଥିବା ଜଣାପଡ଼ିଛି। କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡିବାଲସା ଗ୍ରାମରେ ଆନ୍ଧ୍ର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି କୋରାପୁଟ ଏମପି ସପ୍ତଗିରି ଉଲାକା । ଏହାର ପରିଣାମ ସ୍ବରୂପ ଆଦିବାସୀ ଆମ୍ବ…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ଏନ୍‌. ରାଜକିଶୋରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ…

ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଜ ଟୁଇଟ୍‌ ଜରିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥର ସୁରକ୍ଷା ଓ ବିଶେଷକରି ମହିଳାମାନଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ କରିବା ଆମ ସରକାରଙ୍କ ପ୍ରମୁଖ…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri