ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି
ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି ରାଜପ୍ରାସାଦର ଜରାଜୀର୍ଣ୍ଣ ଅବସ୍ଥା ଦେଖି ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଏହି ପରିଦର୍ଶନ…
ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ
ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି ମାମଲାରେ ପୋଲିସ ଦିନଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ହୋଇଥିବା…
ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…
ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ସଟ୍ ସର୍କିଟ୍ ଯୋଗୁ ଖୁଣ୍ଟରେ ଓହଳି ରହିଥିବା ବିଦ୍ୟୁତ୍ ତାରଗୁଡ଼ିକ ହୁ…
ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଗୁରୁବାର ଦିନଟି ଶ୍ରୀ ଜଗନ୍ନାଥଙ୍କ ଜନ୍ମବେଦି ନବଦିନାତ୍ମକ ରଥଯାତ୍ରାର ଅନ୍ତିମ ସନ୍ଧ୍ୟା…
ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ
ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ ଛାତ୍ରୀମାନଙ୍କୁ ମଧ୍ୟ କଲେଜ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ ପୃଥକ୍…
ଶ୍ରୀ ଜଗନ୍ନାଥ ମନ୍ଦିର ଘଣ୍ଟ ଚୋରି କରି ନେଇଥିଲେ, ସିସିଟିଭି ଫୁଟେଜ୍ରୁ ଚିହ୍ନଟ କରି ଅଭିଯୁକ୍ତଙ୍କୁ ଗିରଫ, କୋର୍ଟ ଚାଲାଣ ପରେ…
ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ…
ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ
ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ ଥିବା ୨୦ ଜଣ ଯାତ୍ରୀ ସୁରକ୍ଷିତ ଭାବେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ,…
ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର
ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ ସମୟ ବଦଳିବା ସାଙ୍ଗେ ସାଙ୍ଗେ ପରିସ୍ଥିତି ମଧ୍ୟ ବଦଳିବାରେ ଲାଗିଛି। ୨୦୨୪ ନିର୍ବାଚନ…
ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…
ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍ ଡ୍ୟାସ୍ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍କେସିଜି ମେଡିକାଲରେ ୩ଜଣ ମହିଳା (୨ଜଣ ରୋଗୀ ଓ ଜଣେ ମେଡିକାଲ କର୍ମଚାରୀ) କୋଭିଡ୍…
ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି
ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଗ୍ରାମର ବଳରାମ ପରିଡା ଓ…
ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…
ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା ଥାନା ରାଉତରାପୁର ଗ୍ରାମର ବାବାଜୀ ଦାସଙ୍କ ପୁଅ ଗୋପାଳ ଓରଫ ଅଶୋକ ଦାସଙ୍କୁ…
ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ
ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ ବୁଡ଼ିଯିବାରୁ ଯାତାୟାତ ବନ୍ଦ ହୋଇଗଲାଣି ତ ଆଉ କେଉଁଠି ପୋଲ ଭୁଶୁଡ଼ି ପଡ଼ି…

