Tag Archives: odisha

ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ଜାଣନ୍ତୁ ମିଳିବ କେତେ…

ଭୁବନେଶ୍ୱର,୫ା୧: ଶୁଭାରମ୍ଭ ହୋଇଛି ସହିଦ୍‌ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା…

ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ବ ଚାଷୀଙ୍କର ହୋଇଛି କ୍ଷତି

ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ।…

‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ତାକୁ ଛାଡ଼ିଛନ୍ତି। ଦ୍ୱିତୀୟ ଥର ଶିମିଳିପାଳରେ ପହଞ୍ଚତ୍ବା ପରେ ସେ ସୁସ୍ଥ…

ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ

ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା…

‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ବାର୍ତ୍ତା ନେଇ ରାଜ୍ୟବ୍ୟାପୀ ପାଳନ କରାଯାଉଛି ସଡକ ସୁରକ୍ଷା ସପ୍ତାହ

ନୀଳଗିରି,୩।୧: ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଚଳିତବର୍ଷର ସଡକ ସୁରକ୍ଷା ସପ୍ତାହ ପାଳନର ସଚେତନତା ବାର୍ତ୍ତା ନେଇ ରାଜ୍ୟର ସମସ୍ତ ଜିଲାରେ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି । ସଡ଼କ ଦୁର୍ଘଟଣାରେ ଅଧିକରୁ ଅଧିକ ଜୀବନକୁ କିପରି ରକ୍ଷା କରାଯାଇପାରିବ…

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି…

ବଢିବ ଶୀତ: ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ରାତି ତାପମାତ୍ରା

ଭୁବନେଶ୍ୱର,୨୯।୧୨: ଲଘୁଚାପ ବର୍ଷା ଯିବା ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ ବୃଦ୍ଧି ପାଇଛି। ଏଥିସହିତ ନୂଆବର୍ଷରେ ଜାନୁଆରୀ ୧ ରୁ ଜାନୁୟାରୀ ୪, ୨୦୨୫ ପର୍ଯ୍ୟନ୍ତ ପଶ୍ଚିମ ହିମାଳୟ ଅଞ୍ଚଳରେ କିଛି ସ୍ଥାନରେ ବର୍ଷା / ତୁଷାରପାତ ହେବାର…

ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆକ୍ରମଣରେ…

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ ଉପରେ ପ୍ରଶ୍ନ ଉଠିଥିଲା। କଂଗ୍ରେସଠାରୁ ଆରମ୍ଭ କରି ଏନ୍‌ସିପି, ଶିବସେନା ଆଦି ଦଳ ବାଲାଟ…

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା ଆସିବାକୁ ଯାଉଛନ୍ତି। ବନ୍ୟପ୍ରାଣୀ ବଦଳ ଯୋଜନାରେ ମଧ୍ୟ ପ୍ରଦେଶ ସରକାର ଓଡ଼ିଶା ସମେତ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?