Tag Archives: odisha

ଟଳିଲା ବାତ୍ୟା ଭୟ, ବଢିଲା ଋଷିକୂଲ୍ୟା ନଦୀ ଜଳସ୍ତର, ଭୟରେ ଲୋକେ!

ଗଞ୍ଜାମ,୨୯।୧୦(ବିଦ୍ୟାଧର ସାହୁ ): ବର୍ତ୍ତମାନ ଟଳିଛି ବାତ୍ୟା ଭୟ । ବାତ୍ୟା ମୋନ୍ଥା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏଥିସହ ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡାହଡ଼ା ଡ୍ୟାମ ପାଣି ଛଡା ଯିବା...

ଏଇ ଭାରତରେ

ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚତ୍ବା- ଏହା ଉପଲବ୍ଧି କରିଛନ୍ତି ଉତ୍ତରାଖଣ୍ଡର ମହିଳାମାନେ। ରାଜ୍ୟର ବିଭିନ୍ନ ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି ଏବଂ ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ପ୍ରମାଣ କରିପାରିଛନ୍ତି।...

ବିପର୍ଯ୍ୟୟ ସମୟର ସାଥୀ

ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ୨୦୧୬ରେ ଯୁଗାନ୍ତକାରୀ ପଦକ୍ଷେପ ଆପଦ ମିତ୍ର ଯୋଜନା କାର୍ଯ୍ୟକାରୀ କରିଥିଲେ। ଯିଏ ତାଲିମପ୍ରାପ୍ତ, ମନ ଶରୀରକୁ ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତିରେ ପୂଣ୍ଣର୍ର୍ ଯୋଗଦାନ କରିବାକୁ ସଂକଳ୍ପବଦ୍ଧ ସିଏ ହେଉଛନ୍ତି ଆପଦମିତ୍ର ସ୍ବେଚ୍ଛାସେବୀ। ଆପଦମିତ୍ର ଯୋଜନା...

ସନାତନ ବିରୋଧୀ ବାଣ

ଭାରତରେ ପ୍ରଦୂଷଣ ବଢ଼ି ଚାଲିଥିବାରୁ ତାହାକୁ ହ୍ରାସ କରିବା ଲାଗି ସଘନ ପ୍ରୟାସ ଚାଲିଥିବା ସରକାରୀ ସ୍ତରରୁ ବେସରକାରୀ ସଂସ୍ଥା ଯାଏ କହୁଛନ୍ତି। କେତେକ ସ୍ଥାନରେ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ତାହାର ଫଳାଫଳ ସନ୍ତୋଷଜନକ ହେଉନାହିଁ। କାରଣ କାହିଁକି ପ୍ରଦୂଷଣ...

ଜଳୁନି ଷ୍ଟ୍ରିଟ ଲାଇଟ, ମୋବାଇଲ ଟର୍ଚ୍ଚରେ ବିକ୍ରି କରୁଛନ୍ତି ମାଛ,ଏମିତି ଘଟଣା ଦେଖିବାକୁ ମିଳିଛି…

ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସାନ ବଜାରଠାରେ ମାଛ ମାର୍କେଟ ଅବସ୍ଥିତ। ବହୁ ଦାବି ପରେ ଏନଏସି ପ୍ରଶାସନ ପକ୍ଷରୁ ମାଛ ବେପାରୀମାନଙ୍କ ଲାଗି ଭେଣ୍ଡିଂ ଜୋନ ନିର୍ମାଣ କରାଯାଇଛି । ହେଲେ ସାମାନ୍ୟ ବର୍ଷା ହେଲେ...

ଟ୍ରକ୍‌କୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍‌: ଡ୍ରାଇଭର, ହେଲ୍‌ପର ମୃତ, ୯ ଗୁରୁତର

ଜଳେଶ୍ୱର,୨୯।୧୦ ( ନବିନ ସାହୁ): ଓଡ଼ିଶାରୁ କଲିକତା ଫେରୁଥିବା ଘରେଇ ଯାତ୍ରୀବାହୀ ବସ୍‌ ଜଳେଶ୍ୱର ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ହେଲପର ଏବଂ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ...

ରନ୍ଧା ମଟନ ଆଉ ମିଠା ଖାଇ ସବୁ ଲୁଟିନେଲେ ଦୁର୍ବୃତ୍ତ, କୋର୍ଟ କର୍ମଚାରୀ ଘରେ ନଥିବାର ସୁଯୋଗ ନେଇ…

ବଣାଇ,୨୯।୧୦(ପ୍ରଦୀପ ତ୍ରିପାଠୀ): ବଣାଇ ସହରରେ ବନ୍ଧୁକ ମୁନରେ ପ୍ରାୟ ଏକ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ନଗଦ ଟଙ୍କା, ସୁନା ଗହଣା ଲୁଟ ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ପୁଣି ଦୁର୍ବୃତ୍ତମାନେ ଛତିଆଢିପାଠାରେ ଥିବା କୋର୍ଟ କର୍ମଚାରୀ ନିକୁଞ୍ଜ ବେହେରାଙ୍କ...

ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୧୦: ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’। ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଭୟଙ୍କର ଘୂର୍ଣ୍ଣିଝଡ଼। ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି।ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏବେ ନରସପୁର ଓ ମଛଲିପଟ୍ଟନମ...

ସ୍ଥଳଭାଗ ଛୁଇଁଲା ‘ମୋନ୍ଥା’: ଆଜି ୫ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯ା୧୦(ବନ୍ଦନା ସେଠୀ): ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ମଙ୍ଗଳବାର ବାତ୍ୟା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିବା ସହ ଘଣ୍ଟା ପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିଥିଲା। ସନ୍ଧ୍ୟା ୭.୩୦ ବେଳକୁ କାକିନାଡ଼ା ପାଖାପାଖି ଅଞ୍ଚଳରେ ଲ୍ୟାଣ୍ଡଫଲ୍‌...

ବାତ୍ୟା ‘ମୋନ୍ଥା’: ପ୍ରଶାସନର ସ୍ବତନ୍ତ୍ର ନଜରରେ ପଟ୍ଟାଙ୍ଗି ବ୍ଲକ୍‌, ନେଟୱର୍କ ଅଚଳ ପାଇଁ…

ପଟ୍ଟାଙ୍ଗି,୨୮ା୧୦(ଶରତ କୁମାର ଧଳ)-ବାତ୍ୟା ମୋନ୍ଥାର ଗତିବିଧିକୁ ନେଇ କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତବର୍ତ୍ତୀ ପଟ୍ଟାଙ୍ଗି ବ୍ଲକ୍‌କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନଜରରେ ରଖାଯାଇଛି। ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ...

ରାତିରେ ଘରେ ପଶି ଖବରଦାତାଙ୍କୁ କାଠ ମାଫିଆଙ୍କ ଆକ୍ରମଣ, ଅଭିଯୁକ୍ତଙ୍କୁ ଗିରଫ ଦାବିରେ…

ପାଟଣା,୨୮।୧୦(ବୀର କିଶୋର ଦାଶ): କେନ୍ଦୁଝର  ଜିଲା ପାଟଣା ଥାନା ଅନ୍ତର୍ଗତ କରଞ୍ଜିଆପଡା ଗ୍ରାମରେ ଏକ  ଜମିରୁ ମାଫିଆ ୟୁକାଲି ପଟାସ ଗଛ କାଟୁଥିବା ନେଇ ଏକ ୱେବ ଚ୍ୟାନେଲରେ ରବିବାର ଖବର ପ୍ରସାରଣ ହୋଇଥିଲା। ସୋମବାର ବିଳମ୍ବିତ ରାତ୍ରିରେ ଅନ୍ୟ...

ଝିଅ ବାହାଘର ପାଇଁ ବ୍ୟାଙ୍କରୁ ଉଠାଇଥିଲେ ଲକ୍ଷାଧିକ ଟଙ୍କା, ପଲସରରେ ଆସି ଝାମ୍ପି ନେଇ ଚମ୍ପଟ ମାରିଲେ…

ଦିଗପହଣ୍ଡି,୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଜନଗହଳି ପୂର୍ଣ୍ଣ ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଥିବା ଷ୍ଟେଟବ୍ୟାଙ୍କ ସମ୍ମୁଖରୁ ୨ ଦୁର୍ବୃତ୍ତ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୨୦ ହଜାର ଟଙ୍କା ଲୁଟି ନେଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri