Tag Archives: odisha

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ହୋଇଥିବା ଗଞ୍ଜେଇର ଓଜନ ୪୦ କେଜି ୫୦୦…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ ପ୍ରଥମ ଅଧିବେଶନରେ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌ (ମୌସୁମୀ ରେଖା) ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର ୫ମ ଦିନ ସୋମବାର ହେରାପଞ୍ଚମୀରେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ମନ୍ଦିର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ପାଇଁ ପୋଲିସ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିବା…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଧର୍ମପୁର ଗ୍ରାମର…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଜିଖରୀୟ ପାଳ (୫୬) ଶାରୀରିକ ଭାବେ ଜୀବିତ ଥିଲେ ମଧ୍ୟ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ ୭୨୦ ନମ୍ବରରୁ ୫୭୨ ନମ୍ବର ରଖି…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଡ୍ରିଙ୍ଗୁଳା ନାୟକ। ମିଳିଥିବା…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ପାନଭଟ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?