କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…
ଭଲରେ କଥା କହି ପାରୁ ନଥିବା ବୟସରେ ଏମାନେ ନାଚ, ଗୀତ, ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଛନ୍ତି। ତା’ସହିତ ସୋସିଆଲ ମିଡିଆରେ ଭାଇରାଲ୍ ହୋଇ ନିଜର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ଗଢିପାରିଛନ୍ତି। ପାଠଶାଠ ସବୁଥିରେ ଏମାନେ ବେଶ୍…
ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଅପରେଶନ…
ବାଇକରୁ ଖସି ପଡ଼ି ମହିଳାଙ୍କ ମୃତ୍ୟୁ
ଜୁନାଗଡ଼,୧୦।୧୧(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ନିକଟରେ ବାଇକରୁ ପଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଅଦିତି ପଣ୍ଡା (୫୩)। ତାଙ୍କ ଘର ପିଲିକିଆ ଗ୍ରାମରେ ବୋଲି ଜଣାପଡିଛି। ଶନିବାର ପୂର୍ବାହ୍ନରେ ସ୍ବାମୀ…
ପୋତିଦେଲେ ଅନନ୍ତ ବାସୁଦେବଙ୍କ ଐତିହ୍ୟ କୂଅ
ପୁରୁଣା ଭୁବନେଶ୍ବର,୯ା୧୧(ସୁବାସ ଚନ୍ଦ୍ର ପ୍ରଧାନ): ଏକାମ୍ର କ୍ଷେତ୍ରର ଅନ୍ୟତମ ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିର ପରିସରରେ ଥିବା ପୁରାତନ କୂଅକୁ ପୋତିଦିଆଯାଇଛି। ଏଥିସହ କୁଅ ନିକଟରେ ଥିବା ଅନେକ ପୁରାତନ ଚୁଲାକୁ ମଧ୍ୟ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଏନେଇ ସାଧାରଣରେ…
ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…
ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ…
ହୋମ୍ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍ଗାର୍ଡ ପଦବୀ ଖୁବ୍ଶୀଘ୍ର ପୂରଣ ହୋଇ ପାରିବ। ରାଜ୍ୟରେ…
ଘରେ ପଶି ଓକିଲଙ୍କୁ ଏସିଡ୍ ମାଡ କରି ଚାଲିଗଲେ ଦୁର୍ବୃତ୍ତ
ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଆଇଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…
ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ…
ସୁନା ୨୦୦୦, ରୁପା ୫୦୦୦ ଟଙ୍କା, ପ୍ଲାଟିନମ- ହୀରା ମୂଲ୍ୟ ବି କମିଲା
ଭୁବନେଶ୍ୱର,୮।୧୧: (ଅଭୟ ଦାଶ): ପାର୍ବଣ ପୂର୍ବରୁ ଘରୋଇ ବଜାରରେ ମୂଲ୍ୟବାନ୍ ଅଳଙ୍କାରର ଦର ଆକାଶଛୁଆଁ ଥିଲାବେଳେ ପାର୍ବଣ ପରେ ଦର କମିବାରେ ଲାଗିଛି। ଏପରିକି ଗତ ସପ୍ତାହ ହେଲା ମୂଲ୍ୟବାନ ଅଳଙ୍କାର ମୂଲ୍ୟ ହ୍ରାସ ପାଉଛି। ଫଳରେ ଧନ୍ତେରସ୍ ବେଳେ ଭୁବନେଶ୍ୱରରେ…
ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…
ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ…
ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ
ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍ରେ ବାହାରିଥିଲେ। ହେଲେ ଝିଅ ସ୍କୁଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ମର୍ମନ୍ତୁଦ ଦୁର୍ଘଟଣା। ମା’ ଝିଅଙ୍କ…

