ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ
ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ, ଦିନ…
ବଲାଙ୍ଗୀର ପ୍ରତି ଅବହେଳା ହୋଇଛି: ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର, ୩।୧୧(ସୁନିଲ କୁମାର ମହାନ୍ତି): ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ ଜିଲା…
ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା
ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା ଉତ୍ତେଜନା ଦେଖାଦେଇଛି। ଲୋକମାନଙ୍କୁ ବୁଝାସୁଝା କରାଯାଉଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସୂଚନାନୁଯାୟୀ,…
ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍
ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର ଦୁର୍ଘଟଣା…
ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…
ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍ଲାଇନ୍ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ…
ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍
ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ ଅଗ୍ରୱାଲ…
ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏଭଳି କହିଲେ ଡିଜିପି
ଭୁବନେଶ୍ୱର,୦୨।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି ୱାଇ.ବି ଖୁରାନିଆ ଶନିବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ଏହା ଏକ ରେଗୁରାଲ ପ୍ରୋସେସ୍…
୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୩୧।୧୦: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…
ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ। ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ଲାଗି ସମସ୍ତେ ସଂକଳ୍ପବଦ୍ଧ…
କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ
ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…
ଦୀପାବଳି ପାଇଁ ଗାଇଡ୍ଲାଇନ୍: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି
ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ…
ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ
ପୁରୀ,୨୯ା୧୦(ଅଜିତ୍ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ…

