Tag Archives: odisha

ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏଭଳି କହିଲେ ଡିଜିପି

ଭୁବନେଶ୍ୱର,୦୨।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି ୱାଇ.ବି ଖୁରାନିଆ ଶନିବାର ନିଜ ପ୍ରତିକ୍ରିୟା ରଖିଛନ୍ତି । ଏହା ଏକ ରେଗୁରାଲ ପ୍ରୋସେସ୍‌…

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୦: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ। ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ଲାଗି ସମସ୍ତେ ସଂକଳ୍ପବଦ୍ଧ…

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ…

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ…

ମୋହନ ମାଝୀ ସରକାରଙ୍କ ୟୁ-ଟର୍ନ: ରାଜ୍ୟରେ ପୁଣି ଚାଲିବ ଡ୍ୟାନ୍ସବାର୍‌,  ହେଲେ ମହିଳା ଡ୍ୟାନ୍ସରଙ୍କୁ… 

ଭୁବନେଶ୍ୱର,୨୯।୧୦:କିଛିଦିନର ବିରାମ ପରେ ରାଜ୍ୟ ସରକାର ରାଜ୍ୟରେ ଡ୍ୟାନ୍ସ ବାର୍‌ ଚଲାଇବାକୁ ଅନୁମତି ଦେଇଛନ୍ତି । ଅବକାରୀ ବିଭାଗ ପକ୍ଷରୁ ଏ ନେଇ ମଙ୍ଗଳବାର ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲ୍‌ସ-୨୦୨୪ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ଅବକାରୀ ଆଇନ-୨୦୦୮ର ଧାରା…

ଫୁଟ୍‌ବଲ୍‌ ଖେଳିଲା ବଣୁଆ ଦନ୍ତା; କିକ୍‌ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…

କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍‌ବଲ୍‌ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍‌ ଏକ ବଣୁଆ…

ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା ହିଂସ୍ର…

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ…

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍‌ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?