Tag Archives: odisha

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା ଦେଲା ଟ୍ରକ।  ଫଳରେ ୩୦ରୁ ଊର୍ଦ୍ଧ୍ୱ  ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ...

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ଶ୍ରୀ ରଘୁନାଥ ମନ୍ଦିର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି। ସେ ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍‌ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ ଏହାକୁ ଅବମାନନା କରି ଯାତ୍ରୀବାହୀ ବସକୁ ବସଷ୍ଟାଣ୍ଡ ଭିତରକୁ ନ ନେଇ ପୁରୁଣା...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି। ପୋଲିସ ଏହି ଘଟଣାରେ ୨ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଗାଇସୀମା...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ...

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ କରିଥିବା ଜଣାପଡିଛି। ଆହାତମାନେ ହେଲେ ନରସିଂହପୁର ଗ୍ରାମର ଏଲ.ଭଗବାନ(୫୦), ଇ. ବାଞ୍ଛାନିଧି(୬୦), କୁଶପଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri