Tag Archives: odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ...

ଆହାର କେନ୍ଦ୍ରରେ ଖାଇ ମନ୍ତ୍ରୀ କଲେ ବଡ଼ ଘୋଷଣା, ‘ବନ୍ଦ ହେବନି ଆହାର ଯୋଜନା’

ଭୁବନେଶ୍ୱର,୧୮ା୭: ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହାର...

ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି: ବିଜେଡିର ‘ଛାୟା କ୍ୟାବିନେଟ୍‌’କୁ ନେଇ ବଡ଼ ବୟାନ ଦେଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ୍‌ ଗଠନକୁ ନେଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଅସ୍ତିତ୍ୱ ଅଛି ବୋଲି ଜଣାଇବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମେ ଖୁସି ଯେ ଆମକୁ ଶକ୍ତ...

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ ବିଜେଡି ସରକାର ଗଠନ କରିଥିବା ରାଜ୍ୟ ଯୋଜନା ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହାର ସଭାପତି...

ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖି ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିବାକୁ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ...

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,...

ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ...

ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍‌ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…

ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) – ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି ହେବ। ଏଥିପାଇଁ ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ...

ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୧୨ା୭(ଶିଳ୍ପା ପ୍ରିୟଦର୍ଶିନୀ)- ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri